‘ଜନ୍ମଦିନରେ କଂଗ୍ରେସର ପରାଜୟ ଦେଖୁଛନ୍ତି ନେହେରୁ’, ମିମ୍ସ ଭାଇରାଲ୍ ନୂଆଦିଲ୍ଲୀ,୧୪ା୧୧: ବିହାର ବିଧାନସଭା ନିର୍ବାଚନ ୨୦୨୫ର ଆଦ୍ୟ ଟ୍ରେଣ୍ଡରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ବଡ଼ ବିଜୟ ଆଡକୁ ଅଗ୍ରସର ହେବା ପରେ ସୋସିଆଲ ମିଡିଆରେ ମିମ୍ସର ବନ୍ୟା ଛୁଟିଛି। ଏହି ମିମ୍ସଗୁଡ଼ିକ ରାଜ୍ୟର ବର୍ତ୍ତମାନର ରାଜନୈତିକ ମାହୋଲକୁ ପ୍ରତିଫଳିତ କରୁଛି।…