ଭିସା ରିଜେକ୍ଟ ହେବାରୁ ବଞ୍ଚିଗଲା ଜୀବନ! ନେପାଳ ବନ୍ୟାର ଭୟାବହତାରୁ ଅଳ୍ପକେ ରକ୍ଷା ପାଇଲେ ଏହି ମହିଳା କୋଲକାତା,୨୮।୮(ପି.ଟି.): ମନ ଚାହୁଁଥିବା କଥା ପୂରଣ ହୋଇ ନ ପାରିଲେ ଦୁଃଖ ଲାଗିଥାଏ। ହେଲେ ବେଳେ ବେଳେ ତାହା ପରବର୍ତ୍ତୀ ସମୟରେ ମଙ୍ଗଳ ଘଟାଇଥାଏ। ଏଭଳି ଏକ ଘଟଣା ଘଟିଛି ପଶ୍ଚିମବଙ୍ଗର ଜଣେ ମହିଳାଙ୍କ କ୍ଷେତ୍ରରେ, ଯିଏ କି ବୁଧବାର ନେପାଳରେ…