Tag Archives: Nepal Flood

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ ବନ୍ୟା ଏବଂ ଭୂସ୍ଖଳନର ପ୍ରାୟ ୧୧ ଦିନ ପରେ ଜଣେ ମହିଳାଙ୍କୁ ଭଗ୍ନାବଶେଷରୁ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ ନେପାଳର ରସୁୱା-ଭୋଟେକୋଶି ଅଞ୍ଚଳରେ ବନ୍ୟା ଆସି ବ୍ୟାପକ କ୍ଷୟକ୍ଷତି ଘଟାଇଥିଲା। ନେପାଳ ପୋଲିସ…

Video: ମନକୁ ଦୋହଲାଇଦେବା ଭଳି ଦୃଶ୍ୟ, ବନ୍ୟାରେ ଭାସିଆସିଥିବା ନିଷ୍ପାପ ଶିଶୁକୁ କୋଳରେ ଧରି ଭାବପ୍ରବଣ ହେଲେ ସେନା କର୍ମଚାରୀ

କାଠମାଣ୍ଡୁ,୩।୯: ନେପାଳରେ ବନ୍ୟା ଏବଂ ଧ୍ୱଂସ ମଧ୍ୟରେ ମାନବତାର ଏକ ହୃଦୟସ୍ପର୍ଶୀ କାର୍ଯ୍ୟକୁ ପ୍ରଦର୍ଶନ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଭାଇରାଲ ହେଉଛି। ଭିଡିଓରେ, କିଛି ଦିନ ପୂର୍ବରୁ ଜନ୍ମ ହୋଇଥିବା ଏକ ଶିଶୁ ବନ୍ୟା…

ନେପାଳ ବନ୍ୟା ପରେ ଭାରତର ସହାୟତାକୁ ପ୍ରଶଂସା, ପ୍ରଧାନମନ୍ତ୍ରୀ କହିଲେ…

କାଠମାଣ୍ଡୁ,୨ା୯: ନେପାଳରେ ଭୟଙ୍କର ବନ୍ୟା ପରେ ଭାରତ ପକ୍ଷରୁ ମିଳୁଥିବା ଲଗାତାର ସହାୟତାକୁ ନେଇ ଭାରତ ଓ ଚାଇନାକୁ ଧନ୍ୟବାଦ ଜଣାଇଛନ୍ତି ନେପାଳ ପ୍ରଧାନମନ୍ତ୍ରୀ ବାଲେନ ଶାହା। ବୁଧବାର, ସଂସଦରେ ଉଦ୍‌ବୋଧନ ଦେଇ ସେ କହିଛନ୍ତି ଯେ, ଏଭଳି ବଡ଼ ବିପର୍ଯ୍ୟୟ…

ନେପାଳ ବନ୍ୟାର ଛାତିଥରା ଦୃଶ୍ୟ; ଗୋଟିଏ ଘରୁ ମିଳିଲା ୨୩ ମୃତଦେହ, ମା’ କୋଳକୁ ଜାବୁଡ଼ି ଧରିଥିଲା ଛୁଆ

କାଠମାଣ୍ଡୁ,୧।୯: ନେପାଳରେ ଭୟଙ୍କର ବନ୍ୟା ଓ ଭୂସ୍ଖଳନ ପରେ ଧ୍ୱଂସର ଚିତ୍ର ଦିନକୁ ଦିନ ସାମ୍ନାକୁ ଆସୁଛି । ବନ୍ୟାରେ ଏପର୍ଯ୍ୟନ୍ତ ୯୬୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ହଜାରରୁ ଅଧିକ ଲୋକ ଏବେ ବି ନିଖୋଜ ଥିବା ଜଣାପଡ଼ିଛି…

ଚାଇନା ଗଣମାଧ୍ୟମରେ ଦୃଶ୍ୟ ହେଉନି ନେପାଳ ବନ୍ୟା! ଜିନ ପିଙ୍ଗଙ୍କ ଏକଛତ୍ରବାଦୀ ଶାସନକୁ ନେଇ ହେଉଛି ଆଲୋଚନା, କ’ଣ ରହିଛି ଏହା ପଛର କାରଣ ଜାଣନ୍ତୁ

ବେଜିଂ,୧।୯: ୨୬ ଅଗଷ୍ଟ, ୨୦୨୬ରେ ନେପାଳ-ତିବ୍ଦତ ସୀମାରେ ଘଟିଥିବା ଭୟଙ୍କର ବନ୍ୟା ଏବଂ ମାଟି ଧସିବା କେବଳ ବ୍ୟାପକ କ୍ଷୟକ୍ଷତି ଘଟାଇ ନଥିଲା ବରଂ ଚାଇନାର ସୂଚନା ନିୟନ୍ତ୍ରଣ ନୀତିକୁ ମଧ୍ୟ ଲୋକଲୋଚନକୁ ଆଣିଥିଲା। ହଠାତ ହିମପାତ ଯୋଗୁ ଏହି ବିପର୍ଯ୍ୟୟ…

ନେପାଳ ବନ୍ୟାରେ ଭାସିଗଲା କୋଟି କୋଟି ଟଙ୍କା ଗଚ୍ଛିତ ଥିବା ବ୍ୟାଙ୍କ, ୩୫ କର୍ମଚାରୀ ନିଖୋଜ, ଏବେ ବଢୁଛି ଲୁଟ୍‌ ମାମଲା

କାଠମାଣ୍ଡୁ,୩୧।୮: ପାର୍ବତ୍ୟ ଦେଶ ନେପାଳରେ, ପ୍ରକୃତିର ଭୟଙ୍କର ଶକ୍ତି କେବଳ ଦୈନନ୍ଦିନ ଜୀବନକୁ ନୁହେଁ ବରଂ ସମଗ୍ର ଅର୍ଥନୈତିକ ବ୍ୟବସ୍ଥାକୁ ଦୋହଲାଇ ଦେଇଛି। ଭୋଟେ କୋଶି ନଦୀରେ ଏକ ବିଶାଳ ଜଳପ୍ରବାହ ରସୁୱା ଏବଂ ନୁୱାକୋଟ ଜିଲାରେ ବିପର୍ଯ୍ୟୟ ସୃଷ୍ଟି କରିଛି…

Video: ନେପାଳ ବନ୍ୟା ପରେ ମିଳିଲା କୋଟି କୋଟି ଟଙ୍କାର ସୁନା; ୮ ଘଣ୍ଟାର ଅପରେଶନରେ ବିପୁଳ ସମ୍ପତ୍ତି ଉଦ୍ଧାର

କାଠମାଣ୍ଡୁ,୩୧।୮: ଭୋଟେ କୋଶି ନଦୀରେ ଭୟଙ୍କର ବନ୍ୟା ନେପାଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ବନ୍ୟାରେ ଏପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା 903 ରେ ପହଞ୍ଚିଛି। ନୁୱାକୋଟ ଜିଲାର ତ୍ରିଶୁଳି ଅଞ୍ଚଳରେ ଥିବା କୃଷି ବିକାଶ ବ୍ୟାଙ୍କ ଶାଖା ମଧ୍ୟ ବନ୍ୟା ପାଣି ଏବଂ…

ନେପାଳ ବନ୍ୟା ପରେ କନ୍ଦାଉଛି ଜମି ଯାଇଥିବା ପାଣି କାଦୁଅ, ISRO ଫଟୋ ଦେଲା ବଡ଼ ତଥ୍ୟ, ଭାରତ ଉପରେ ରହିଛି ବିପଦ!

କାଠମାଣ୍ଡୁ,୩୧।୮: ନେପାଳରେ ହୋଇଥିବା ବିନାଶକାରୀ ବନ୍ୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଚିତ୍ର ପ୍ରକାଶ ପାଇଛି। ପ୍ରଥମେ ପ୍ରବଳ ବର୍ଷା ଏବଂ ହିମସ୍ଖଳନକୁ ପ୍ରାଥମିକ କାରଣ ଭାବରେ ବିବେଚନା କରାଯାଉଥିଲା, କିନ୍ତୁ ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର ଜାତୀୟ ଦୂରବର୍ତ୍ତୀ ସେନ୍ସିଂ…

ନେପାଳ ବନ୍ୟା: ୯୦୦ ଟପିଲା ମୃତ୍ୟୁ ସଂଖ୍ୟା, ୩ହଜାରରୁ ଅଧିକ ନିଖୋଜ

କାଠମାଣ୍ଡୁ,୩୧।୮: ନେପାଳରେ ଭୟଙ୍କର ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୯୦୦ ରେ ପହଞ୍ଚିଛି। ଏହି ସମୟରେ, ଭୋଟେ କୋଶି ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ନୂତନ ଚିନ୍ତା ସୃଷ୍ଟି ହୋଇଛି। ନେପାଳୀ ଅଧିକାରୀମାନେ ପ୍ରଭାବିତ ଜିଲାଗୁଡ଼ିକରେ ସନ୍ଧାନ ଏବଂ ଉଦ୍ଧାର…

ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ

କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ ପାରି ଶଢ଼ିବାକୁ ଲାଗିଲାଣି। ତେଣୁ ବନ୍ୟାର ୫ମ ଦିନରେ କର୍ତ୍ତୃପକ୍ଷ ଚିହ୍ନଟ ହୋଇ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର କରାଯାଇଥିଲା। ଏହି ଘଟଣାଟି ତିମୁରେ ଗାଁରେ ଘଟିଥିଲା, ଯେଉଁଠାରେ ସବୁଠାରୁ ଅଧିକ କ୍ଷତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?