Tag Archives: Nepal Flood

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ ୨,୪୦୦ ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ଏହି ସମୟରେ, ନେପାଳର ପାଣିପାଗ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା ନେପାଳକୁ ସତର୍କ କରିଛି ଯେ ଲେଣ୍ଡେ ନଦୀ ପ୍ରଣାଳୀର ଉପରମୁଣ୍ଡରେ ସୃଷ୍ଟି ହୋଇଥିବା…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୫୭୯, ଏବେବି ୩୨୦ ଭାରତୀୟ ନିଖୋଜ

କାଠମାଣ୍ଡୁ,୨୯ା୮: କେନ୍ଦ୍ରୀୟ ନେପାଳରେ ବୁଧବାର ଗ୍ଲେସିୟର ଧସି ହଠାତ୍‌ ଭୀଷଣ ବନ୍ୟା ମାଡ଼ିଆସିବାରୁ ରାସୁଓ୍ବା ଓ ଅନ୍ୟ ଅଞ୍ଚଳଗୁଡ଼ିକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ୫୭୯ ଜଣଙ୍କ ମୃତଦେହ ମିଳିଥିବାବେଳେ ଆହୁରି ଅନେକ ହଜାର ଲୋକ ନିଖୋଜ ଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା…

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର ଓ ଆବର୍ଜନା ତଳ ଅଞ୍ଚଳରେ ତାଣ୍ଡବ ରଚୁଥିବା ବେଳେ ପ୍ରାୟ ୩୫୦ ଜଣ…

ମରିଗଲା ମାନବିକତା! ନେପାଳ ବନ୍ୟାରେ ଭାସିଆସିଥିବା ମୃତଦେହରୁ ଅଳଙ୍କାର ଲୁଟିଲେ ଯୁବକ, ଭିଡିଓ ଭାଇରାଲ ପରେ…

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ଯୋଗୁ ହଜାର ହଜାର ପରିବାର ପ୍ରଭାବିତ ହୋଇଛନ୍ତି। ଲୋକେ ନିଜ ଜୀବନ ବଞ୍ଚାଇବା ସହ ପରସ୍ପରକୁ ସାହାଯ୍ୟ କରୁଥିବା ବେଳେ ଏହାରି ମଧ୍ୟରେ ସାମ୍ନାକୁ ଆସିଛି ଏକ ଅମାନବୀୟ ଘଟଣା। ଘଟଣାଟି ସମଗ୍ର ମାନବ ସମାଜକୁ…

ନେପାଳ ବନ୍ୟାର ରହସ୍ୟ ଉପରୁ ହଟିଲା ପରଦା, ଭୂକମ୍ପ ନୁହେଁ ଏହି କାରଣ….

କାଠମାଣ୍ଡୁ,୨୮।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଥମେ ଏହାର କାରଣ ଭୂକମ୍ପ ବୋଲି ଆଶଙ୍କା କରାଯାଇଥିଲା। କିନ୍ତୁ ଉପଲବ୍ଧ ବୈଜ୍ଞାନିକ ତଥ୍ୟ ଅନୁସାରେ, ବନ୍ୟାର ତତ୍କାଳୀନ କାରଣ ଭୂକମ୍ପ ନୁହେଁ । ବରଂ ଏକ ଗ୍ଲେସିୟରର ଅଂଶ ତରଳିବା ପରେ ମାଟି,…

ନେପାଳ ବନ୍ୟା; ମୃତ୍ୟୁସଂଖ୍ୟା ୩୯୨କୁ ବୃଦ୍ଧି, ୨୯୦ ଭାରତୀୟ ନିଖୋଜ

ନୂଆଦିଲ୍ଲୀ/କାଠମାଣ୍ଡୁ,୨୮।୮(ପି.ଟି.): ନେପାଳ-ତିବ୍ବତ ସୀମାନ୍ତରେ ସୃଷ୍ଟ ଆକସ୍ମିକ ବନ୍ୟାରେ ସ୍ଥିତି ଅତ୍ୟନ୍ତ ସଙ୍କଟଜନକ ହୋଇପଡ଼ିଛି। ନୂତନ ତଥ୍ୟ ଅନୁଯାୟୀ ମୋଟ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୩୯୨ରେ ପହଞ୍ଚିଛି, ଯେଉଁଥିରୁ ନେପାଳରେ ୩୮୯ ଜଣ ଏବଂ ତିବ୍ବତରେ ୩ ଜଣଙ୍କର ମୃତ୍ୟୁ ଘଟିଛି। କେବଳ…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ ଭାଇ ସ୍ବରୂପ ମହାପାତ୍ର ସୂଚନା ଦେଇଛନ୍ତି । ନେପାଳରେ ଓଡିଶାର ୬ ଜଣ…

ବିହାରରେ ପହଞ୍ଚିଲା ନେପାଳର ବନ୍ୟା ଜଳ…ଏକ ବଡ଼ ବିପଦ ଟଳି ଯାଇଛି କି? ଜାଣନ୍ତୁ ବର୍ତ୍ତମାନର ସ୍ଥିତି

ପାଟନା/କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବର୍ଷାର ପ୍ରଭାବ ଏବେ ବିହାରର ସୀମାବର୍ତ୍ତୀ ଅଞ୍ଚଳରେ ଦୃଶ୍ୟମାନ ହେଉଛି। ବୁଧବାର ରାତିରେ, ନେପାଳରୁ ପ୍ରବାହିତ ହେଉଥିବା ଜଳର ପ୍ରବଳ ଲହରୀ ଯୋଗୁ ବାଲ୍ମିକୀନଗରର ଗଣ୍ଡକ ବ୍ୟାରେଜର ଜଳସ୍ତର ହଠାତ ବୃଦ୍ଧି ପାଇଥିଲା। ମଧ୍ୟରାତ୍ରିରେ, ବ୍ୟାରେଜରେ 1.5…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ ୧୬୦ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ପ୍ରାୟ ୫୦୦ ଜଣ ନିଖୋଜ ଅଛନ୍ତି,…

ନେପାଳ ଅଭିମୁଖେ ଭାରତୀୟ ବାୟୁସେନାର ୩ ମହାବଳୀ, ଜୀବନ ବଞ୍ଚାଇବାରେ ଏକ୍ସପର୍ଟ!

କାଠମାଣ୍ଡୁ,୨୭।୮: ନେପାଳର ରସୁୱା ଜିଲାର ଭୋଟେକୋଶୀ ନଦୀରେ ଆସିଥିବା ବନ୍ୟା ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରଳୟଙ୍କରୀ ବନ୍ୟାକୁ ଦେଖି ଲୋକଙ୍କ ଲୋମ ଟାଙ୍କୁରି ଉଠୁଛି। ବନ୍ୟା ଯୋଗୁ ଗାଁ ପରେ ଗାଁ, ରାସ୍ତା ଏବଂ ପୋଲ ସବୁ ଭାସିଯାଇଛି। ଏହି…

ଭାରତ ପୂର୍ବରୁ ‘ବଡ଼ ଭାଇ’ର ଭୂମିକା ନିର୍ବାହ କରିସାରିଛି, ଏଥର ବି ନେପାଳକୁ ସହାୟତା ପଠାଇବାକୁ ଆଶ୍ୱାସନା ଦେଲେ ମୋଦି

ନୂଆଦିଲ୍ଲୀ/କାଠମାଣ୍ଡୁ,୨୬।୮: ଭାରତର ପଡ଼ୋଶୀ ନେପାଳ ବର୍ତ୍ତମାନ ଏକ ଭୟଙ୍କର ଦୁଃଖଦ ପରିସ୍ଥିତି ସହିତ ସଂଘର୍ଷ କରୁଛି। ରସୁୱାଗାଧି ଅଞ୍ଚଳରେ ହିମସ୍ଖଳନ ଏବଂ ହଠାତ, ଭୟଙ୍କର ବନ୍ୟା କେବଳ ସ୍ଥାନୀୟ ଜନବସତିକୁ ନଷ୍ଟ କରିନାହିଁ ବରଂ ପ୍ରଚଣ୍ଡ ପ୍ରଳୟରେ ଅନେକ ଘର, ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?