ଭାରତ ଆସୁଛନ୍ତି ନେପାଳ ପ୍ରଧାନମନ୍ତ୍ରୀ ବାଲେନ ଶାହ, ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଦ୍ୱିପାକ୍ଷିକ ବୈଠକ ସ୍ଥିର, ଅନେକ ଚୁକ୍ତି ହେବ ସ୍ବାକ୍ଷରିତ
ନୂଆଦିଲ୍ଲୀ/କାଠମାଣ୍ଡୁ,୨୦।୧୧: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ନେପାଳର ବୈଦେଶିକ ସଚିବ ଅମୃତ ବାହାଦୁର ରାୟ ଏହା ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଶାହ ନଭେମ୍ବର ୨୨ ରୁ ୨୩ ତାରିଖ ପର୍ଯ୍ୟନ୍ତ ଏକ ରାଜ୍ୟ ଗସ୍ତରେ…

