Tag Archives: new born baby

ଗର୍ଭବତୀ ବୋହୂଙ୍କୁ ଗୋଇଠା ମାରିଲେ ଶାଶୁ, ମୃତ ଛୁଆକୁ ଜନ୍ମ ଦେଇ ଚାଲିଗଲା ମା’ର ଜୀବନ

ମହାକାଳପଡ଼ା,୪। ୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ବତିଘର ପଞ୍ଚାୟତ କୋଚିଳା ବେଲାରୀ ଗ୍ରାମର ଗୋବିନ୍ଦ ଗିରିଙ୍କ ପୁଅ ତାପସ ଗିରିଙ୍କୁ ୨ ବର୍ଷ ପୂର୍ବେ ହରିଆବାଙ୍କ ଗ୍ରାମର ସହଦେବ ଆଡିଙ୍କ ଝିଅ...

ନବଜାତ ଶିଶୁକୁ ରାସ୍ତା ଉପରେ ପକାଇ ଦେଲେ ମାଆବାପା, ରାତି ସାରା ବୁଲା କୁକୁର କଲେ ଏମିତି ସମସ୍ତେ ଆଶ୍ଚର୍ଯ୍ୟ

କୋଲକାତା,୩।୧୨: ପଶ୍ଚିମବଙ୍ଗର ନାଦିଆ ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। କେହି ଜଣେ କମ୍ବଳରେ ଗୁଡ଼ାଇ ହୋଇଥିବା ଏକ ନବଜାତ ଶିଶୁକୁ ରାସ୍ତା ଉପରେ ଫିଙ୍ଗି ଦେଇଥିଲେ। ଶିଶୁଟି କିଛି ଘଣ୍ଟା ପୂର୍ବରୁ ଜନ୍ମ ହୋଇଥିବା କୁହାଯାଉଛି। ଶିଶୁଟି...

ଶିଶୁକନ୍ୟାକୁ ନୀଳ ବାସ୍କେଟ୍‌ରେ ପୂରାଇ ରାସ୍ତା ଉପରେ ଛାଡ଼ି ଦେଇଗଲେ ମା’-ବାପା, ଲେଖିଦେଇ ଗଲେ‘Sorry’

ମୁମ୍ବାଇ,୩୦ା୬: ମହାରାଷ୍ଟ୍ରର ନଭି ମୁମ୍ବାଇରେ ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି। ୩ ଦିନର ଏକ ଶିଶୁକନ୍ୟାକୁ ଟୋକେଇରେ ପୂରାଇ ରାସ୍ତାକଡ଼ରେ କେହି ନିଷ୍ଠୁର ମାଆ-ବାପା ଛାଡ଼ି ଚାଲିଯାଇଛନ୍ତି। ଏହା ସହିତ ଏକ କାଗଜରେ ‘Sorry’ ଲେଖିବା ସହ...

ନବଜାତ କନ୍ୟାକୁ ଫିଙ୍ଗିଦେଲେ, ନର୍ସରୀ ନିକଟରୁ ଉଦ୍ଧାର କରି…

ବଲାଙ୍ଗୀର,୯ା୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ନେଗୀପାଲି ନର୍ସରୀ ନିକଟରେ କେହି ଫିଙ୍ଗି ଦେଇଥିବା ନବଜାତ କନ୍ୟା ସନ୍ତାନକୁ ସ୍ଥାନୀୟ ଲୋକେ ଓ ପୋଲିସ ଉଦ୍ଧାର କରି ପ୍ରଥମେ ଲୋଇସିଂହା ସିଏଚ୍‌ସି ଓ ପରେ ବଲାଙ୍ଗୀର...

ବ୍ୟାଗ୍‌ରେ ଭର୍ତ୍ତି କରି ନବଜାତ ଶିଶୁକୁ ଫିଙ୍ଗିଦେଲେ, କାନ୍ଦ ଶୁଭିବାରୁ…

ବାଲେଶ୍ୱର,୨୫ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଦେଇ ଯାଇଥିବା ୬୦ ନଂ ଜାତୀୟ ରାଜପଥର ରୂପ୍‌ସା ଥାନା ଅନ୍ତର୍ଗତ ଧାରି ପୋଲ ନିକଟରୁ ମଙ୍ଗଳବାର ଏକ ବ୍ୟାଗ୍‌ ଭିତରୁ ନବଜାତ ଶିଶୁକୁ ପୋଲିସ ଉଦ୍ଧାର କରିଛି। ରାଜପଥ ପାଶର୍‌ବରେ ବ୍ୟାଗ ଭିତରୁ...

ନବଜାତ ଶିଶୁଙ୍କୁ କାହିଁକି ହୁଏ ଜଣ୍ଡିସ୍‌, ଜାଣନ୍ତୁ ବିପଜ୍ଜନକ କି ନୁହେଁ କ’ଣ କୁହନ୍ତି ଡାକ୍ତର

ଛୋଟ ପିଲାମାନଙ୍କ ମଧ୍ୟରେ ଜଣ୍ଡିସ୍‌ ଏକ ସାଧାରଣ ସମସ୍ୟା। ଜନ୍ମ ପରେ ଅନେକ ଶିଶୁଙ୍କ ଆଖି ହଳଦିଆ ଦେଖାଯିବା ଆରମ୍ଭ କରେ। କାରଣ ସେମାନଙ୍କ ଶରୀରରେ ଅଧିକ ବିଲିରୁବିନ ସୃଷ୍ଟି ହେବା ଆରମ୍ଭ କରେ, ଯାହା ନବଜାତ ଶିଶୁଙ୍କଠାରେ ଜଣ୍ଡିସ୍‌...

ଅଲୋଡ଼ା ହେଲା ଶିଶୁକନ୍ୟା: ପୋଖରୀ କୂଳରେ ବ୍ୟାଗ୍‌ ଭିତରେ ପୂରାଇ ଛାଡ଼ି ଚାଲିଗଲେ…

ପାଟଣା,୨୮ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରୀ ଶିଶୁ ବିଦ୍ୟାମନ୍ଦିର ପଛ ପଟରେ ଥିବା ଏକ ପୋଖରୀ କୂଳରେ ବ୍ୟାଗ୍‌ ଭିତରୁ ସୋମବାର ସକାଳୁ ଏକ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଶିଶୁକୁ ଅତି ନିର୍ମମ ଭାବରେ କେହି ବ୍ୟାଗ୍‌...

ଅଳିଆଗଦାରେ ପଡ଼ିଥିଲା ନବଜାତ ଶିଶୁକନ୍ୟା, କାନ୍ଦ ଶବ୍ଦ ଶୁଣି…

କୋକସରା/ଜୟପାଟଣା/କଲମପୁର,୨ା୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଓମ୍‌ପ୍ରକାଶ ବୈଠାରୁ/ଗଣେଶ ରାମ ବାଗ୍‌): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ ଭୁର୍ସିଗୁ୍‌ଡ଼ା ଗାଁରେ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। ଗାଁର ଗୋଟିଏ ଅଳିଆଗଦାରୁ  ଏକ ନବଜାତ ଶିଶୁକନ୍ୟାକୁ ଗୁରୁତର ଭାବେ ଉଦ୍ଧାର କରାଯାଇଛି। ମଙ୍ଗଳବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri