୬ ଦାବିଦାରଙ୍କୁ ପଛରେ ପକାଇ ରାଜସ୍ଥାନ ରୟାଲ୍ସର ନୂଆ ଅଧିନାୟକ ହେଲେ ରିୟାନ ପରାଗ, ଜୟସ୍ବାଲ ଦେଲେ ଏଭଳି… ନୂଆଦିଲ୍ଲୀ,୧୩।୨: ଆଇପିଏଲ ୨୦୨୬ ସିଜିନ ପୂର୍ବରୁ ରାଜସ୍ଥାନ ରୟାଲ୍ସ (RR) ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲିଗ୍ର ପ୍ରଥମ ଚାମ୍ପିୟନ ଦଳ ଏଥର ସମ୍ପୂର୍ଣ୍ଣ ନୂଆ ରୂପରେ ପଡ଼ିଆକୁ ଓହ୍ଲାଇବ। ସଞ୍ଜୁ ସାମସନ ଦଳ ଛାଡ଼ିବା ପରେ…