ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ… ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ । ବିଦାୟୀ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଠାରୁ ସେ ଦାୟିତ୍ବ ନେଇଛନ୍ତି ।...