Tag Archives: new delhi

ମୋଦି-ଜିନ୍‌ପିଙ୍ଗ୍‌ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…

ନୂଆଦିଲ୍ଲୀ,୧୨ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଭାରତମଣ୍ଡପମରେ ଅନୁଷ୍ଠିତ ଏହି ବୈଠକରେ ବାଣିଜ୍ୟ ସମେତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା। ବୈଠକରେ ଜିନ୍‌ପିଙ୍ଗ ବ୍ରିକ୍ସ ଦେଶମାନଙ୍କ ମଧ୍ୟରେ…

ନୂଆଦିଲ୍ଲୀରେ ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତରେ ଯାଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟର ରେଳ ସଂଯୋଗୀକରଣ ଏବଂ ବିଭିନ୍ନ ପ୍ରକଳ୍ପଗୁଡ଼ିକର ଅଗ୍ରଗତି ନେଇ ବିସ୍ତୃତ ଆଲୋଚନା ହୋଇଛି। ଓଡ଼ିଶାର ବିଭିନ୍ନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ୧୬ଟି ମେଟ୍ରୋ ଷ୍ଟେଶନକୁ ବନ୍ଦ ରଖାଯାଇଛି। ଏଥିରେ ଲୋକକଲ୍ୟାଣ ମାର୍ଗ, ରାଜୀବ ଚୌକ,…

ଦିଲ୍ଲୀବାସୀ ଖାଇବେ ରାୟଗଡ଼ାର ‘ଆମ୍ରପଲ୍ଲୀ’ ଆମ୍ବ, ରପ୍ତାନି ହେଲା ୨.୫ ମେଟ୍ରିକ୍‌ ଟନ୍‌

ଗୁଣପୁର,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାରେ ସାମୂହିକ ବିପଣନକୁ ପ୍ରୋତ୍ସାହିତ କରିବା ଏବଂ ସ୍ଥାନୀୟ ଚାଷୀଙ୍କ ପାଇଁ ଉତ୍ତମ ବଜାର ସଂଯୋଗ ସୁଯୋଗ ସୁନିଶ୍ଚିତ କରିବା ଦିଗରେ ଓଡ଼ିଶା ଗ୍ରାମୀଣ ଉନ୍ନୟନ ଓ ବିପଣନ ସମିତି( ଓ ଆର୍‌ଏମ୍‌ଏ୍‌ଏସ) ଏବଂ କୃଷକ ଉତ୍ପାଦକ…

ରାଜଧାନୀରେ ଲଜ୍ଜା: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣବଳାତ୍କାର, ପୀଡ଼ିତା କହିଲେ ୨ ଘଣ୍ଟା ଧରି…

ନୂଆଦିଲ୍ଲୀ,୧୪ା୫: ରାଜଧାନୀ ଦିଲ୍ଲୀର ରାଣୀବାଗ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଚଳନ୍ତା ସ୍ଲିପର ବସ୍‌ରେ ଜଣେ ୩୦ ବର୍ଷୀୟା ମହିଳାଙ୍କୁ ଗଣବଳାତ୍କାର କରାଯାଇଛି। ପୀଡ଼ିତା ପୋଲିସକୁ କହିଛନ୍ତି ଯେ, ସେ ବିଳମ୍ବିତ ରାତିରେ କାମରୁ ଘରକୁ ଫେରୁଥିଲେ। ସେ ରାସ୍ତାକଡ଼ରେ…

ସ୍କୁଲ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରିକଲେ ସରକାର

ନୂଆଦିଲ୍ଲୀ,୨୨ା୪: ପ୍ରବଳ ଗରମକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ସ୍କୁଲଗୁଡ଼ିକ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ପିଲାମାନଙ୍କ ସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ସରକାର ଏମିତି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ନୂଆ ନିର୍ଦ୍ଦେଶାବଳୀରେ…

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରପତିଙ୍କୁ ଭେଟିବା ପରେ…

ଭୁବନେଶ୍ୱର,୨୮ା୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ନୂଆଦିଲ୍ଲୀରେ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ସେ ଯୋଗଦେବେ ବୋଲି ଜଣେ ଅଧିକାରୀଠାରୁ ସୂଚନା ମିଳିଛି। ରାଷ୍ଟ୍ରପତିଙ୍କୁ ଭେଟିବା ସହ ଆଉ କିଛି ଅଧିକାରୀଙ୍କୁ ମଧ୍ୟ…

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ ମିଳିଥିଲା। ଯାହା ଫଳରେ ଉକ୍ତ ଇଣ୍ଡିଗୋ ବିମାନକୁ ଅହମ୍ମଦାବାଦ…

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କୁ ମିଳିଲା ଅଶୋକ ଚକ୍ର ସମ୍ମାନ

ନୂଆଦିଲ୍ଲୀ,୨୬ା୧: ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)କୁ ପ୍ରଥମ ଭାରତୀୟ ଭାବେ ଯାତ୍ରା କରି ଇତିହାସ ରଚିଥିବା ଶୁଭାଂଶୁ ଶୁକ୍ଳାଙ୍କୁ ଦେଶର ସର୍ବୋଚ୍ଚ ଶାନ୍ତିକାଳୀନ ବୀରତ୍ୱ ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭାଂଶୁଙ୍କୁ ଅଶୋକ ଚକ୍ର ସମ୍ମାନରେ ସମ୍ମାନିତ କରିଛନ୍ତି।…

ଭାରତ-ପାକିସ୍ତାନ ସୈନ୍ୟ ମଧ୍ୟରେ ଆଲୋଚନା: ପାକିସ୍ତାନକୁ ଚେତାବନୀ ଦେଲା ଭାରତ

ନୂଆଦିଲ୍ଲୀ, ୩୦।୪: ପାହାଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବା ବେଳେ, ଗତକାଲି (ମଙ୍ଗଳବାର) ଭାରତ ଓ ପାକିସ୍ତାନର ସୈନ୍ୟ ଅପରେସନ୍ ମହାନିର୍ଦ୍ଦେଶକମାନେ ହଟ୍‌ଲାଇନ୍ ମାଧ୍ୟମରେ ଆଲୋଚନା କରିଛନ୍ତି। ଏହି ଆଲୋଚନାରେ ପାକିସ୍ତାନ ଦ୍ୱାରା…

ରାଜଧାନୀରେ ପ୍ରବଳ ବର୍ଷା, ରାସ୍ତାରେ ଜମିଲା ପାଣି

ନୂଆଦିଲ୍ଲୀ, ୧୩।୦୭: ଦେଶର ରାଜଧାନୀ ଦିଲ୍ଲୀର ନୋଏଡ଼ା ଏବଂ ଏହାର ଆଖପାଖ ଅଞ୍ଚଳରେ ଆଜି ସକାଳୁ ସକାଳୁ ପ୍ରବଳ ବର୍ଷା ହୋଇଛି । ଦିଲ୍ଲୀ ଏନ୍‌ସିଆରର ବାସିନ୍ଦା ଗରମରୁ କିଛିଟା ଆରାମ ପାଇଛନ୍ତି । ବର୍ଷା ସହିତ ଉକ୍ତ ଅଞ୍ଚଳରେ ଥଣ୍ଡା…

କାହିଁକି ବଢୁଛି ଏତେ ତାପମାତ୍ରା, ଜାଣନ୍ତୁ ପ୍ରକୃତ କାରଣ

ନୂଆଦିଲ୍ଲୀ,୧ା୬: ଦିନକୁ ଦିନ ତାପମାତ୍ରା ବଢ଼ି ଚାଲିଛି। ଏପରିକି ଅନେକ ସ୍ଥାନରେ ତାପମାତ୍ରା ବୃଦ୍ଧି ଯୋଗୁ ଲୋକଙ୍କ ଜୀବନ ମଧ୍ୟ ଯାଉଛି। ସବୁଠୁ ଚିନ୍ତାର କାରଣ ପାଲଟିଛି ରାଜଧାନୀ ଦିଲ୍ଲୀ। ତେବେ ଦିଲ୍ଲୀରେ ଏତେ ଗରମ କାହିଁକି ବୋଲି ମନରେ ପ୍ରଶ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?