Tag Archives: new delhi

ଶିଶୁ ଡାକ୍ତରଖାନାରେ ଭୟଙ୍କର ଅଗ୍ନିକାଣ୍ଡ; ଆଖି ବୁଜିଲେ ୭ ନବଜାତକ, ଅନେକ ଗୁରୁତର

ନୂଆଦିଲ୍ଲୀ,୨୬।୫: ଦିଲ୍ଲୀର ବିବେକ ବିହାର ଅଞ୍ଚଳରେ ଥିବା ଏକ ଶିଶୁ ଡାକ୍ତରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୭ଜଣ ନବଜାତ ଶିଶୁ ଆଖି ବୁଜିଛନ୍ତି। ସେହିଭଳି ଅନେକଙ୍କ ଅବସ୍ଥା ଗୁରୁତର ରହିଛି। ସୂଚନାନୁଯାୟୀ, ଶନିବାର ରାତି ସାଢ଼େ ୧୧ଟାରେ ବିବେକ ବିହାରରେ ଥିବା…

ଏବେ ତିହାର ଜେଲ୍‌କୁ ବୋମାରେ ଉଡାଇ ଦେବାକୁ ଧମକ; ଦିଲ୍ଲୀ ପୋଲିସର ତନାଘନା…

ନୂଆଦିଲ୍ଲୀ,୧୪।୫: ଦିଲ୍ଲୀର ତିହାର ଜେଲ୍‌କୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିଛି। ମଙ୍ଗଳବାର ଏକ ଇମେଲ ମାଧ୍ୟମରେ ଏହି ଧମକ ମିଳିବା ପରେ ଜେଲ ପ୍ରଶାସନ ପକ୍ଷରୁ ଦିଲ୍ଲୀ ପୋଲିସକୁ ସୂଚନା ଦିଆଯାଇଥିଲା। ଏହାକୁ ନେଇ ପୋଲିସ ଆଲର୍ଟରେ ରହିଛି। ଏପରିକି…

ହଠାତ୍‌ ବଦଳିଲା ପାଗ, ଏସବୁ ରାଜ୍ୟରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଆଶଙ୍କା

ନୂଆଦିଲ୍ଲୀ,୧୦ା୫: ଦେଶର ଅନେକ ରାଜ୍ୟରେ ଏବେ ଗରମ ଅନୁଭୂତ ହେଉଥିବା ବେଳେ କିଛି ରାଜ୍ୟରେ ତାପମାତ୍ରା ହ୍ରାସ ପାଇଛି। ହଠାତ୍‌ ପାଗରେ ପରିପର୍ତ୍ତନ ହୋଇଛି। ଫଳରେ ଦିଲ୍ଲୀ, ବିହାର, ଉତ୍ତରପ୍ରଦେଶ ସମେତ ଅନେକ ରାଜ୍ୟରେ ପାଗ ଆଶ୍ୱସ୍ତିକର ହୋଇଛି। ଆସନ୍ତା ତିନି…

ପ୍ରଥମେ ଖବରଦାତା ସମ୍ମିଳନୀ-ପରେ ରାଲି, ଏବେ ରୋଡ ଶୋ’…ଏଏପିର ପ୍ରଚାର ସମ୍ଭାଳିବେ ସୁନୀତା କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଗିରଫ ହୋଇ ଜେଲ୍‌ ଯିବା ପରେ ତାଙ୍କ ପତ୍ନୀ ସୁନୀତା କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ଆସୁଛନ୍ତି। ସେ ପ୍ରଥମେ ଏକ ଖବରଦାତା ସମ୍ମିଳନୀ କରି ସାଧାରଣ ଲୋକଙ୍କ ନିକଟକୁ ତାଙ୍କ ସ୍ବାମୀଙ୍କ ବାର୍ତ୍ତା…

ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୮।୩: ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟ୍‌କା ଉପରେ ଝଟ୍‌କା ଲାଗୁଛି। ଗୋଟିଏ ପଟେ ନେତାମାନେ ଦଳ ଛାଡ଼ୁଥିବା ବେଳେ ଅନ୍ୟପକ୍ଷେ ତଦନ୍ତକାରୀ ସଂସ୍ଥାର କାର୍ଯ୍ୟାନୁଷ୍ଠାନ ଜାରି ରହିଛି। ସଦ୍ୟ ଘଟଣାକ୍ରମରେ କଂଗ୍ରେସକୁ ଆଇଟିଏଆଇ(ଆୟକର ଆପିଲେଟ୍‌ ଟ୍ରିବ୍ୟୁନାଲ) ପକ୍ଷରୁ ବଡ଼…

ଲୋକ ସଭା ନିର୍ବାଚନରେ କାହିଁକି ପ୍ରତିନ୍ଦ୍ୱନ୍ଦ୍ୱିତା କରୁନାହାନ୍ତି ସୋନିଆ ଗାନ୍ଧୀ? ଏହା ହେଉଛି ୩ କାରଣ…

ନୂଆଦିଲ୍ଲୀ,୧୩।୨: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ୬ ଥର ଲୋକ ସଭା ଏମ୍‌ପି ସୋନିଆ ଗାନ୍ଧୀ ଏଥର ରାଜ୍ୟ ସଭା ଯିବେ। ସେ ରାଜସ୍ଥାନରୁ ରାଜ୍ୟ ସଭା ଲାଗି ଦାବି ଉପସ୍ଥାପନ କରିବେ। ସୋନିଆ ଲୋକ ସଭା ନିର୍ବାଚନରେ ପ୍ରତିନ୍ଦ୍ୱନ୍ଦ୍ୱିତା ନ…

୩ ବର୍ଷ ପରେ ଗଡ଼ିବ ଓଡ଼ିଶାର ଟାବ୍‌ଲୋ

ଭୁବନେଶ୍ୱର, ୫ା୧(ସୁନିତ୍‌ ମିଶ୍ର):ଆସନ୍ତା ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀର କର୍ତ୍ତବ୍ୟପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼(ଟାବ୍‌ଲୋ) ଗଡ଼ିବାକୁ ଯାଉଛି। ଲଗାତର ୩ ବର୍ଷ ୨୦୨୧,୨୦୨୨ ଏବଂ ୨୦୨୩ ସାଧାରଣତନ୍ତ୍ର ଦିବସରେ ଓଡ଼ିଶା ପ୍ରଦର୍ଶିତ କରିବାକୁ ଥିବା ପ୍ରଜ୍ଞାପନ ମେଢ଼କୁ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରଣାଳୟ ଖାରଜ…

ସଂସଦ ଦର୍ଶକ ଗ୍ୟାଲେରୀରୁ ଡେଇଁଥିଲେ ମନୋରଞ୍ଜନ, ଏବେ ଚମକାଇଲା ବାପାଙ୍କ ପ୍ରତିକ୍ରିୟା…

ନୂଆଦିଲ୍ଲୀ,୧୩।୧୨: ଲୋକ ସଭାରେ ବୁଧବାର ୨ ଜଣ ଯୁବକ ଦର୍ଶକ ଗ୍ୟାଲେରୀରୁ ଡେଇଁ ହଙ୍ଗାମା କରିଥିଲେ। ଉଭୟଙ୍କ ପରିଚୟ ସାଗର ଏବଂ ମନୋରଞ୍ଜନ ଭାବେ ହୋଇଛି। ଦୁହେଁ ହଠାତ୍‌ ଗ୍ୟାଲେରୀରୁ ଡେଇଁ ପଡ଼ି ଧୂଆଁ ଛାଡ଼ିବା ଯୋଗୁ ଗୃହରେ ଭୟର ବାତାବରଣ…

ସ୍ବାମୀଙ୍କ ଭୟରେ ୫ ମହଲାରୁ ଡେଇଁଲେ ସ୍ତ୍ରୀ

ନୂଆଦିଲ୍ଲୀ, ୧୬।୫: ଦିଲ୍ଲୀରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ମହିଳା ସ୍ବାମୀଙ୍କ ଭୟରେ ୫ମହଲା ଛାତରୁ ଡେଇଁ ପ୍ରାଣ ହରାଇଛନ୍ତି। ମୃତ ମହିଳା ଜଣଙ୍କ ସ୍ବାମୀଙ୍କ ଅନୁପସ୍ଥିତିରେ ଅନ୍ୟ ଜଣେ ପୁରୁଷଙ୍କ ସହ ଆପତ୍ତିଜନକ ଅବସ୍ଥାରେ ଧରାପଡିଯିବାରୁ ଭୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?