ମାତୃଭାଷାରେ ସ୍ନାତକ ପଢ଼ିବେ ଛାତ୍ରଛାତ୍ରୀ: ପୁସ୍ତକ ଲେଖା ପାଇଁ ୫୦ ଲେଖକ ମନୋନୀତ ଭୁବନେଶ୍ବର, ୨୪।୧: ଆଗକୁ ଛାତ୍ରଛାତ୍ରୀମାନେ ଓଡ଼ିଆ ଭାଷାରେ ସ୍ନାତକ ପଢିବେ। ଏନେଇ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ନିକଟରେ ଇନ୍ଦିରା ଗାନ୍ଧୀ ମୁକ୍ତ ବିଶ୍ବବିଦ୍ୟାଳୟ ପକ୍ଷରୁ ଏମବିଏ ପାଠ୍ୟକ୍ରମ ପାଇଁ ଓଡ଼ିଆ ପୁସ୍ତକ ପ୍ରକାଶ କରାଯାଇଥିଲା ବେଳେ ଆଗକୁ ଡାକ୍ତରୀ ଏବଂ…