ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ… ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ ପୁଣି ଥରେ ସ୍ବାଭାବିକ ହେବାକୁ ଯାଉଛି। ଦୁଇ ଦେଶ ମଧ୍ୟରେ ବ୍ୟାପାର, ପର୍ଯ୍ୟଟନ…