ନୂଆ ପିଢ଼ି, ନୂଆ ଆଭିମୁଖ୍ୟ: କୌଣସି ପଞ୍ଜିକୃତ ଦଳ ନାହିଁ, କୌଣସି ତୃଣମୂଳ ସ୍ତରର ଆଧାର ନାହିଁ, ତଥାପି ଏକାଠି ହେଲେ ଯୁବପିଢ଼ି, ଦୋହଲିଗଲା… ନୂଆଦିଲ୍ଲୀ,୨୬।୭: ‘କକ୍ରୋଚ ଜନତା ପାର୍ଟି’ (CJP), ଯୁବପିଢ଼ିଙ୍କ ସମ୍ପର୍କରେ ସୁପ୍ରିମକୋର୍ଟଙ୍କ ‘କକ୍ରୋଚ’ ମନ୍ତବ୍ୟକୁ ନେଇ ସୃଷ୍ଟି ହୋଇଥିବା ବିବାଦରୁ ଜନ୍ମିତ – ମାତ୍ର ୩୬ ଦିନର ଆନ୍ଦୋଳନ ମଧ୍ୟରେ ଶିକ୍ଷା ମନ୍ତ୍ରଣାଳୟ ସହିତ ଜଡିତ ସମଗ୍ର ବ୍ୟବସ୍ଥାକୁ ‘ସଫା’ କରିବାରେ ସଫଳ…