ସ୍କୁଲ ପାଇଁ ନୂଆ ଗାଇଡ୍ଲାଇନ୍ ଜାରିକଲେ ସରକାର ନୂଆଦିଲ୍ଲୀ,୨୨ା୪: ପ୍ରବଳ ଗରମକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ସ୍କୁଲଗୁଡ଼ିକ ପାଇଁ ନୂଆ ଗାଇଡ୍ଲାଇନ୍ ଜାରି କରିଛନ୍ତି। ପିଲାମାନଙ୍କ ସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ସରକାର ଏମିତି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ନୂଆ ନିର୍ଦ୍ଦେଶାବଳୀରେ…