ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ… ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ସେ ହାଟଡିହି ବ୍ଲକରେ ଶିକ୍ଷୟିତ୍ରୀ…