IPL ଆରମ୍ଭ ପୂର୍ବରୁ ମହାଲଢ଼େଇ! RCBର କଟା ଘା’ରେ ଚୂନ ମାରିଲା KKR, କାବା ହେଲେ… ନୂଆଦିଲ୍ଲୀ,୧୪।୩: ଆଇପିଏଲ ୨୦୨୬ ସିଜନ ଆରମ୍ଭ ହେବାକୁ ମାତ୍ର ଦିନ କେଇଟା ବାକି। ନିକଟରେ ଟି-୨୦ ବିଶ୍ୱକପ ଶେଷ ହେବା ପରେ ଏବେ ପ୍ରଶଂସକ ଏହି ଟୁର୍ନାମେଣ୍ଟକୁ ଅପେକ୍ଷା କରି ରହିଛନ୍ତି। ମାର୍ଚ୍ଚ ୨୮ରୁ ଲିଗ୍ର ୧୯ତମ ସିଜନ ଆରମ୍ଭ ହେବ।…