ନୂଆ UGC ନିୟମରେ ରୋକ ଲଗାଇଲେ ସୁପ୍ରିମକୋର୍ଟ, ସିଜେଆଇ କହିଲେ… ନୂଆଦିଲ୍ଲୀ,୨୯ା୧: ସୁପ୍ରିମକୋର୍ଟ ନୂଆ ୟୁଜିସି ନିୟମକୁ ଚ୍ୟାଲେଞ୍ଜ କରି ଆଜି ଅର୍ଥାତ୍ ଜାନୁଆରୀ ୨୯ରେ ଆବେଦନଗୁଡ଼ିକର ଶୁଣାଣି କରି ସ୍ଥଗିତାଦେଶ ଜାରି କରିଛନ୍ତି। ଶୁଣାଣି ସମୟରେ ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ ମନ୍ତବ୍ୟ ଦେଇଥିଲେ ଯେ, ଆମକୁ ଏକ ଜାତିହୀନ ସମାଜ ଆଡ଼ିକୁ…