ହର୍ମୁଜରେ ଖୋଲିଲା ନୂଆ ରାସ୍ତା, ଯୁଦ୍ଧ ମଧ୍ୟରେ ଜାହାଜଗୁଡ଼ିକୁ ମିଳିଲା ନିରାପଦ ପଥ, ଇରାନକୁ ଘାରିଲାଣି ଚିନ୍ତା ତେହରାନ,୪ା୪: ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ପାଇଁ ଆଶ୍ୱସ୍ତିକର ଖବର ଆସିଛି। ହର୍ମୁଜ ପ୍ରଣାଳୀରେ ଏକ ନୂତନ ସାମୁଦ୍ରିକ ପଥ ଖୋଲିଥିବା ପରି ମନେ ହେଉଛି, ଯାହା ବାଣିଜି୍ୟକ ଜାହାଜଗୁଡ଼ିକୁ ପରିବହନ କରିବାକୁ ଅନୁମତି ଦେଉଛି। ଏହି ମାର୍ଗ ପାରମ୍ପରିକ ମାର୍ଗ ଏବଂ…