ପେରୁରେ ମିଳିଲା ନୂଆ ପ୍ରଜାତିର ଏଣ୍ଡୁଅ, ଉଚ୍ଚତା ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଲିମା,୫।୧୦ (ପେରୁ): ଦକ୍ଷିଣ ପେରୁର ଆଣ୍ଡିଜ୍ ପର୍ବତମାଳାରେ ବୈଜ୍ଞାନିକମାନେ ଏକ ନୂଆ ପ୍ରଜାତି ଏଣ୍ଡୁଅର ସନ୍ଧାନ ପାଇଛନ୍ତି। ସମୁଦ୍ର ପତନଠାରୁ ପ୍ରାୟ ୪,୮୦୦ ମିଟରରୁ ଅଧିକ ଉଚ୍ଚ ପାର୍ବତ୍ୟାଞ୍ଚଳରେ ଏହି ଏଣ୍ଡୁଅଟି ଦେଖିବାକୁ ମିଳିଛି। ପେରୁର ରାଜଧାନୀ ଲିମାସ୍ଥିତ ସାନ୍ ମାର୍କୋସ…

