ଗଜପତି ଉପଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ IAS ଭାଗବତ ସାମଲ କଲ୍ୟାଣ ରାଓ ପାରଳାଖେମୁଣ୍ଡି, ୧୦।୯ (ଗିରିଧାରୀ ପରିଛା): ଗଜପତି ଜିଲାର ନୂତନ ଉପଜିଲାପାଳ (ସବ୍-କଲେକ୍ଟର) ଭାବେ ୨୦୨୪ ବ୍ୟାଚ୍ର ଆଇଏଏସ୍ (IAS) ଅଧିକାରୀ ଭାଗବତ ସାମଲ କଲ୍ୟାଣ ରାଓ ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରଶାସନିକ ଅଧିକାରୀ ଭାବେ ନିୟମିତ ସେବାରେ ଏହା ତାଙ୍କର ପ୍ରଥମ…