ଦାୟିତ୍ୱ ନେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା, କହିଲେ ଆଇନଠାରୁ କେହି ଊର୍ଦ୍ଧ୍ୱରେ ନୁହନ୍ତି ଭୁବନେଶ୍ୱର,୧୧ା୮: ନୂଆ ମହିଳା କମିଶନ ଅଧ୍ୟକ୍ଷା ଭାବେ ଆଜି ଦାୟିତ୍ୱ ନେଇଛନ୍ତି ଶୋଭନା ମହାନ୍ତି। ଯୋଗ ଦେବା ପରେ ସେ କହିଛନ୍ତି, କେହି ଆଇନଠାରୁ ଊଦ୍ଧର୍ବରେ ନୁହନ୍ତି, ଅନୁଧ୍ୟାନ କରିବି। ମହିଳାଙ୍କ ସୁରକ୍ଷା ନେଇ ଆଇନରେ କଠୋର ପଦକ୍ଷେପ ଦରକାର।...