ନ୍ୟୁୟର୍କ ସିଟି ପାଇଲା ପ୍ରଥମ ମୁସଲିମ ମେୟର, କୋରାନ ଉପରେ ହାତ ରଖି ନେଲେ ଶପଥ ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ନ୍ୟୁୟର୍କକୁ ମିଳିଲା ନୂଆ ମେୟର । ଗୁରୁବାର ସକାଳେ ନ୍ୟୁୟର୍କ ସହରରେ ଜୋହରାନ୍ ମାମଦାନି ୧୧୨ତମ ମେୟର ଭାବରେ ଶପଥ ଗ୍ରହଣ କରିଥିଲେ। ବର୍ତ୍ତମାନ ବନ୍ଦ ହୋଇଯାଇଥିବା ଐତିହାସିକ ମାନହାଟନ ସବୱେ ଷ୍ଟେସନରେ ଆୟୋଜିତ ଏକ ସମାରୋହରେ...