୨୦୨୬ରେ ୩ ବଡ଼ ମାଇଲଖୁଣ୍ଟ ଅତିକ୍ରମ କରିବେ ବିରାଟ! ନ୍ୟୁଜିଲାଣ୍ଡ ସିରିଜର ପ୍ରଥମ ମ୍ୟାଚରୁ ହେବ ଆରମ୍ଭ! ନୂଆଦିଲ୍ଲୀ,୨।୧: ୨୦୨୫ ମସିହାରେ ବିରାଟ କୋହଲିଙ୍କ ପାଇଁ ବହୁତ କିଛି ଘଟିଥିଲା। ସେ ଏପରି କିଛି ସଫଳତା ହାସଲ କରିଥିଲେ ଯାହା ସେ ଏପର୍ଯ୍ୟନ୍ତ ପାଇ ନଥିଲେ, କିନ୍ତୁ ତାଙ୍କ କ୍ୟାରିୟରକୁ ନେଇ ଅନେକ ପ୍ରଶ୍ନ ଉଠିଥିଲା। ତାଙ୍କ ଭବିଷ୍ୟତ ସମ୍ପର୍କରେ…