ସିରିଜ୍କୁ ୧-୧ରେ ବରାବର କଲା ନ୍ୟୁଜିଲାଣ୍ଡ ହାମିଲଟନ,୧୭ା୩: ଡେଭନ କନଓ୍ବେଙ୍କ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକାକୁ ୬୮ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ ୫ ମ୍ୟାଚ୍ ବିଶିଷ୍ଟ ସିରିଜ୍କୁ ୧-୧ରେ ବରାବର କରିଛି। ସିରିଜ୍ର ତୃତୀୟ ମ୍ୟାଚ୍…