Tag Archives: New Zealand

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍ ମଧ୍ୟ ଆରମ୍ଭ ହେବାକୁ ଯାଉଛି । ତଥାପି, ଟିମ୍ ଇଣ୍ଡିଆର ପରବର୍ତ୍ତୀ ଗୁରୁତ୍ୱପୂର୍ଣ୍ଣ…

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ ଅବସର ନେଇଛନ୍ତି । ଅକଲ୍ୟାଣ୍ଡରେ ଜନ୍ମଗ୍ରହଣ ଏବଂ ପାଳିତ ହୋଇଥିବା ଡାଉନ୍ ତାଙ୍କ…

ଚତୁର୍ଥ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ: ଶିବମ ଦୁବେଙ୍କ ଧୂଆଁଧାର ଅର୍ଦ୍ଧଶତକ ବେକାର

ବିଶାଖାପାଟଣା,୨୮ା୧: ବିଶାଖାପାଟଣାର ଏସିଏ-ଭିଡିସିଏ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ନ୍ୟୁଜିଲାଣ୍ଡ ଭାରତକୁ ୫୦ ରନରେ ପରାସ୍ତ କରି ସିରିଜର ପ୍ରଥମ ବିଜୟ ହାସଲ କରିଛି। ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ଟିମ୍ ସେଇଫର୍ଟଙ୍କ (୬୨) ଓ ଡେଭନ କନୱେଙ୍କ…

ଅଭିଷେକଙ୍କ ବ୍ୟାଟ୍‌ରେ ଲାଗିଛି ସ୍ପ୍ରିଙ୍ଗ! ମ୍ୟାଚ ପରେ ବ୍ୟାଟ ନେଇଗଲେ ନ୍ୟୁଜିଲାଣ୍ଡ ଖେଳାଳି

ନୂଆଦିଲ୍ଲୀ,୨୬।୧: ଭାରତୀୟ ଯୁବ ଓପନର ଅଭିଷେକ ଶର୍ମାଙ୍କ ଧୂଆଁଧାର ବ୍ୟାଟିଂ ଏବେ କ୍ରିକେଟ ଜଗତରେ ଚର୍ଚ୍ଚାର ବିଷୟ ପାଲଟିଛି। ରବିବାର ଗୁଆହାଟୀଠାରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଅଭିଷେକଙ୍କ ବ୍ୟାଟିଂ ଏତେ ଭୟଙ୍କର ଥିଲା ଯେ, କିୱି ଖେଳାଳିମାନେ ପଡ଼ିଆ…

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି। ଅଭିଷେକ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ ବୋଲରଙ୍କ ଶୃଙ୍ଖଳିତ ପ୍ରଦର୍ଶନ ବଳରେ ଭାରତ ସିରିଜ୍‌ରେ…

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ ଭାରତ, ନ୍ୟୁଜିଲାଣ୍ଡ ବିପକ୍ଷରେ ୭ ଉଇକେଟ୍ ହରାଇ ୨୩୮ ରନ୍‌ର ଏକ ବିଶାଳ ସ୍କୋର…

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ ଯୁବ କ୍ରିକେଟର ଏବଂ ପ୍ରଶଂସକଙ୍କ ମଧ୍ୟରେ ଉତ୍ସାହ ରହିଛି। ସେମାନେ ବିଶ୍ୱାସ କରନ୍ତି ଯେ…

India vs New Zealand 1st ODI: ଭାରତ ଆଗରେ ୩୦୧ ରନ୍‌ର ଟାର୍ଗେଟ୍

ନୂଆଦିଲ୍ଲୀ,୧୧।୧: ଭଦୋଦରାର କୋଟାମ୍ବି ଷ୍ଟାଡିୟମଠାରେ ରବିବାର ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚରେ ଭାରତ ଆଗରେ ୩୦୧ ରନ୍‌ର ବିଜୟ ଲକ୍ଷ୍ୟ ରଖିଛି ନ୍ୟୁଜିଲାଣ୍ଡ। ଟସ୍ ଜିତି ଭାରତ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ନ୍ୟୁଜିଲାଣ୍ଡ ନିର୍ଧାରିତ ୫୦ ଓଭରରେ…

ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ନ୍ୟୁଜିଲାଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ…

ନୂଆଦିଲ୍ଲୀ,୭।୧: ୨୦୨୬ର ICC ଟି-୨୦ ବିଶ୍ୱକପ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରିଛି। ଅଭିଜ୍ଞ ଅଲରାଉଣ୍ଡର୍‌ ମିଚେଲ ସାଣ୍ଟନରଙ୍କୁ କିୱି ଦଳର ଦାୟିତ୍ୱ ଦିଆଯାଇଛି। ମନୋନୀତ ଦଳରେ ଅଭିଜ୍ଞତା ଏବଂ ଯୁବ ଖେଳାଳିଙ୍କର ସନ୍ତୁଳନ ପ୍ରଦର୍ଶନ କରୁଛି, ଯାହା ନିଶ୍ଚିତ କରୁଛି…

ନ୍ୟୁଜିଲ୍ୟାଣ୍ଡ ସହ ହେବାକୁ ଥିବା ଓ୍ବାନ ଡେ’ ସିରିଜ ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୬।୧: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ନିର୍ଦ୍ଦେଶ ପରେ, ବିରାଟ କୋହଲି ବିଜୟ ହଜାରେ ଟ୍ରଫି 2025-26 ର ପ୍ରଥମ ଦୁଇଟି ମ୍ୟାଚରେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ। ଦିଲ୍ଲୀ ପାଇଁ ଖେଳି ବିରାଟ ପ୍ରଥମ ମ୍ୟାଚରେ ଶତକ…

ମହିଳା ଦିନିକିଆ ବିଶ୍ୱକପ: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ ପୂର୍ବରୁ ଭାରତୀୟ ଦଳ ପାଇଁ ବର୍ଷା ସଙ୍କଟ

ମୁମ୍ବାଇ,୨୨।୧୦: ଗୁରୁବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ମହିଳା ବିଶ୍ୱକପ୍ ମ୍ୟାଚ୍ ପୂର୍ବରୁ ବର୍ଷା ଯୋଗୁଁ ଭାରତୀୟ ମହିଳା କ୍ରିକେଟ୍ ଦଳର ଅଭ୍ୟାସ ବାତିଲ ହୋଇଛି। ମଙ୍ଗଳବାର ନଭି ମୁମ୍ବାଇରେ ପ୍ରବଳ ବର୍ଷା ଓ ପବନ ହେବା କାରଣରୁ ଭାରତୀୟ…

ନ୍ୟୁଜିଲାଣ୍ଡରେ ଶକ୍ତିଶାଳୀ ଭୂମିକମ୍ପ: ଭୟରେ ଲୋକେ ଦୌଡ଼ିଲେ

ଅକଲାଣ୍ଡ,୨୫।୩: ନ୍ୟୁଜିଲାଣ୍ଡର ରିଭରଟନ ଉପକୂଳରେ ମଙ୍ଗଳବାର ୭ ତୀବ୍ରତାର ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ଯୁକ୍ତରାଷ୍ଟ୍ର ଭୂତତ୍ତ୍ୱ ସର୍ବେକ୍ଷଣ (USGS) ଏକ ପୋଷ୍ଟ ମାଧ୍ୟମରେ ଭୂମିକମ୍ପ ବିଷୟରେ ସୂଚନା ଶେୟାର କରିଛି। ରିଭରଟନର ପଶ୍ଚିମ-ଦକ୍ଷିଣପଶ୍ଚିମ (WSW) ୧୫୯ କିଲୋମିଟର ଦୂରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?