୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା ଅନୁପମା ମହାନନ୍ଦଙ୍କୁ ଶାଶୁଘର ଲୋକେ ହତ୍ୟା କରିଥିବା ନେଇ ତୁଷୁରା ପୋଲିସ ଷ୍ଟେଶନରେ…