ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ: ଯୌତୁକଜନିତ ହତ୍ୟା ଅଭିଯୋଗ ଆଣିଲେ ପରିବାର ଗୁଣପୁର,୧୦।୨(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ଗଣେଶ ନଗରଠାରେ ରହୁଥିବା ଜଣେ ନବବଧୂଙ୍କ ରବିବାର ବିଳମ୍ବିତ ରାତିରେ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ ମହିଳା ହେଲେ ରଶ୍ମି ରଞ୍ଜନୀ ବଡ଼କୁମାର। ତେବେ ଯୌତୁକ ପାଇଁ ଝିଅକୁ ହତ୍ୟାକରାଯାଇଥିବା...