ଏମିତି ପ୍ରଶ୍ନ ପଚାରିଲେ ନ୍ୟୁଜ ଆଙ୍କର, ରାଗରେ ନାଲି ପଡ଼ିଗଲେ ଡୋନାଲ୍ଡ ଟ୍ରମ୍ପ, ସାକ୍ଷାତକର ମଝିରୁ ଚାଲିଯିବ ସହ କହିଲେ… ଓ୍ବାଶିଂଟନ,୮।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସାକ୍ଷାତକାର ସମୟରେ ଏତେ କ୍ରୋଧିତ ହୋଇଗଲେ ଯେ ସେ ସାମ୍ବାଦିକଙ୍କୁ ‘ବେଇମାନ ଏବଂ ମୂର୍ଖ’ ବୋଲି କହି ମଝିରୁ ଚାଲିଗଲେ। ଟ୍ରମ୍ପ ରବିବାର (ଜୁନ 7) NBCର ‘ମିଟ ଦି ପ୍ରେସ’ କାର୍ଯ୍ୟକ୍ରମରେ…