ମାଡ଼ି ଆସୁଛି ବାତ୍ୟା ‘ଅର୍ଣ୍ଣବ’: କାଲି ବଲାଙ୍ଗୀର, କନ୍ଧମାଳ-କେନ୍ଦ୍ରାପଡ଼ାରେ ସବୁ ସ୍କୁଲ୍ ଛୁଟି; ଶିକ୍ଷକଙ୍କ ପାଇଁ…
ଭୁବନେଶ୍ୱର, ୨୭।୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଜିଲାରେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ବୁଧବାର (କାଲି) ବଲାଙ୍ଗୀର, କନ୍ଧମାଳ ଏବଂ କେନ୍ଦ୍ରାପଡ଼ା ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ଓ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଛୁଟି…

