newspaper

ବାଂଲାଦେଶ ହିଂସା: ଉସମାନ ହାଦିଙ୍କ ହତ୍ୟା ପରେ, ଗଣମାଧ୍ୟମ କାର୍ଯ୍ୟାଳୟରେ ନିଆଁ, ୨୭ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ପ୍ରକାଶିତ ହୋଇନଥିଲା ଖବରକାଗଜ

ଢାକା,୨୦।୧୨: ଯୁବ ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶର ରାଜଧାନୀ ଢାକାରେ ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଗଲା ଯେତେବେଳେ ଜନତା ଦେଶର ଦୁଇଟି ପ୍ରମୁଖ…

4 days ago