ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ପରବର୍ତ୍ତି ମୁଖ୍ୟ ବିଚାରପତି ନୂଆଦିଲ୍ଲୀ,୨୭।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ବି.ଆର. ଗଭାଇ ପରବର୍ତ୍ତୀ ମୁଖ୍ୟ ବିଚାରପତି ପାଇଁ କେନ୍ଦ୍ର ଆଇନ ମନ୍ତ୍ରଣାଳୟକୁ ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ନାମ ପ୍ରସ୍ତାବ ଦେଇଛନ୍ତି। ସିଜେଆଇ ଗଭାଇ ନଭେମ୍ବର ୨୩ ତାରିଖରେ ତାଙ୍କ ପଦବୀରୁ ଅବସର ନେଉଛନ୍ତି। ଜଷ୍ଟିସ ସୂର୍ଯ୍ୟକାନ୍ତ...