ଅନିଲ ଅମ୍ବାନୀଙ୍କ କମ୍ପାନୀରେ ପଶିଲା ED: ୩,୦୦୦ କୋଟି ଟଙ୍କାର ଠକେଇ ଅଭିଯୋଗ ମୁମ୍ବାଇ,୨୪।୭: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଗୁରୁବାର ଶିଳ୍ପପତି ଅନିଲ ଅମ୍ବାନୀଙ୍କ ମୁମ୍ବାଇରେ ଥିବା କମ୍ପାନୀଗୁଡ଼ିକ ସହିତ ଜଡିତ ଅନେକ ସ୍ଥାନରେ ଚଢାଉ କରିଛି। ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ରିଲାଏନ୍ସ କମ୍ୟୁନିକେସନ୍ସ ଏବଂ ଏହାର ପ୍ରମୋଟର-ନିର୍ଦ୍ଦେଶକ ଅନିଲ ଡି ଅମ୍ବାନୀଙ୍କୁ...