ପାଳନ ହେଉନି ଏନ୍ଜିଟି ନିର୍ଦ୍ଦେଶ : ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି ସ୍ଥାନୀୟ ବାସିନ୍ଦା ପୁରୀ,୧୯ା୧(ଅଜିତ୍ କୁମାର ମହାନ୍ତି): ପୁରୀ ବଳିଆପଣ୍ଡା ଡମ୍ପିଂୟାର୍ଡ ପ୍ରସଙ୍ଗରେ ଏନ୍ଜିଟିର ନିର୍ଦ୍ଦେଶକୁ ପ୍ରଶାସନ ଫୁ’ କରି ଦେଇଥିବା ଦେଖିବାକୁ ମିଳୁଛି। ଏନ୍ଜିଟିର ନିର୍ଦ୍ଦେଶ ସତ୍ତ୍ୱେ ଅଳିଆ ପାହାଡ଼ ଏଯାବତ ନ ହଟିବାରୁ ସ୍ଥାନୀୟ ବାସିନ୍ଦା ଦହଗଞ୍ଜ ହେଉଛନ୍ତି। ଏହି ଘଟଣା...