ତପ୍ତପାଣି ଘାଟି ରାସ୍ତାରେ ପାହାଡ଼ି ଝରଣା ପାଣି: ୩୨୬ ନଂ ଜାତୀୟ ରାଜପଥରେ ଯାତାୟାତ ବାଧାପ୍ରାପ୍ତ, ଶହ ଶହ…
ଦିଗପହଣ୍ଡି, ୨୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ପାଳୁଖୋଳା ଗାଁ ନିକଟସ୍ଥ ୩୨୬ ନମ୍ବର ଜାତୀୟ ରାଜପଥରେ ବୁଧବାର ସକାଳୁ ପାହାଡ଼ି ଝରଣା ପାଣି ମାଡ଼ିଆସିବାରୁ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଥିଲା। ନିକଟସ୍ଥ ଧାଙ୍ଗୁଡ଼ି ପାହାଡ଼ରୁ ବାହାରିଥିବା…

