ରାଇସ୍ ମିଲ୍ ପାଉଁଶଗଦାରେ ନାବାଳକଙ୍କ ମୃତ୍ୟୁ ଘଟଣା: ଏନ୍ଏଚ୍ଆର୍ସିର ରିପୋର୍ଟ ତଲବ, ୨୧ରେ ଶୁଣାଣି
ବରଗଡ଼,୧୨ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ମହୁଲେ ଗ୍ରାମରେ ରହିଥିବା କାଳେଶ୍ୱର ରାଇସ୍ ମିଲ୍ର ପାଉଁଶ ଗଦାରେ ପଡ଼ି ବଇପୁର ଗ୍ରାମର ଜଣେ ନାବାଳକ ପ୍ରତ୍ୟୁଷ ଭଏନାଙ୍କ ମୃତ୍ୟୁ ଘଟଣା ଜାତୀୟ ମାନବାଧିକାର କମିଶନ(ଏନ୍ଏଚ୍ଆର୍ସି) ପାଖରେ ପହଞ୍ଚିଛି।...
ନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲା: KIITକୁ ଦାୟୀ କଲେ NHRC
ଭୁବନେଶ୍ୱର,୨୮ା୩: ନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲାରେ କିଟ୍ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଦାୟୀ କରିଛନ୍ତି NHRC। କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ ପାଇଁ ମୁଖ୍ୟ ସଚିବଙ୍କୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି। ୪ ସପ୍ତାହରେ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ରହିଛି। ତେବେ...
ଜୁଆଙ୍ଗଙ୍କ ଦୁର୍ଦ୍ଦଶା ଉପରେ ସବିଶେଷ ରିପୋର୍ଟ ମାଗିଲେ NHRC
କେନ୍ଦୁଝର,୨ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଜାତୀୟ ମାନବାଧିକାର କମିଶନ (NHRC) ଏକ ମାମଲାର ବିଚାର କରି ପୁରାତନ ଜନଜାତି ଜୁଆଙ୍ଗ ସମ୍ପ୍ରଦାୟର ବିଭିନ୍ନ ପ୍ରସଙ୍ଗ ଉପରେ କେନ୍ଦୁଝର ଜିଲାପାଳଙ୍କ ଠାରୁ ସବିଶେଷ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଲୋଡ଼ିଛନ୍ତି। ଏ ନେଇ କମିଶନଙ୍କ...
କିଟ୍ ଛାତ୍ରୀ ମୃତ୍ୟୁକୁ ନେଇ ଓଏଚ୍ଆର୍ସିରେ ମାମଲା
କଟକ,୨୨ା୨(କାର୍ତ୍ତିକ ସାହୁ): ଭୁବନେଶ୍ୱରସ୍ଥିତ କଳିଙ୍ଗ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି(କିଟ୍)ରେ ବି.ଟେକ୍. ଛାତ୍ରୀ ମୃତ୍ୟୁକୁ ନେଇ ଓଡ଼ିଶା ମାନବାଧିକାର ଆୟୋଗ (ଓଏଚ୍ଆର୍ସି)ରେ ମାମଲା ରୁଜୁ ହୋଇଛି। ମାମଲାର ବିବରଣୀ ଅନୁସାରେ, ନେପାଳରୁ ଆସି କିଟ୍ରେ ବି.ଟେକ୍. ପଢୁଥିବା ଛାତ୍ରୀ ପ୍ରକ୍ରିତି...
ମାନବାଧିକାର ଉଲ୍ଲଂଘନ ପ୍ରସଙ୍ଗରେ ତଦନ୍ତ ନିର୍ଦ୍ଦେଶ ଦେଲେ ଏନ୍ଏଚ୍ଆର୍ସି
କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଏକ ମାନବାଧିକାର ଉଲ୍ଲଂଘନ ନେଇ ଏକ ପିଟିଶନ ପାଇବା ପରେ ଜାତୀୟ ମାନବାଧିକାର ଆୟୋଗ (ଏନ୍ଏଚ୍ଆର୍ସି) ସୋମବାର ମୁଖ୍ୟ ଶାସନ ସଚିବଙ୍କୁ ଘଟଣାର ତଦନ୍ତ କରି ୧୫ଦିନ ମଧ୍ୟରେ ଶୀଘ୍ର ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।...
୩ ଜିଲାର ଜିଲାପାଳଙ୍କୁ ସର୍ତ୍ତମୂଳକ ସମନ ଜାରି କଲେ ଏନ୍ଏଚ୍ଆର୍ସି
କେନ୍ଦୁଝର,୨୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜାତୀୟ ମାନବାଧିକାର କମିଶନ(ଏନ୍ଏଚ୍ଆର୍ସି) କେନ୍ଦୁଝର, ମୟୂରଭଞ୍ଜ ଓ ଭଦ୍ରକ ଜିଲାପାଳଙ୍କୁ ସର୍ତ୍ତମୂଳକ ସମାନ କରି ଏପ୍ରିଲ ୧୦ ତାରିଖ ପୂର୍ବାହ୍ନ ୧୧ଟାରେ କମିଶନ ନିକଟରେ ହାଜର ହେବାକୁ ଆଦେଶ କରିଛନ୍ତି। ସାପକାମୁଡ଼ାରେ ମୃତ୍ୟୁବରଣ କରିଥିବା ପରିବାରଙ୍କୁ...
Archives


