୩ ଜିଲାର ଜିଲାପାଳଙ୍କୁ ସର୍ତ୍ତମୂଳକ ସମନ ଜାରି କଲେ ଏନ୍ଏଚ୍ଆର୍ସି କେନ୍ଦୁଝର,୨୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜାତୀୟ ମାନବାଧିକାର କମିଶନ(ଏନ୍ଏଚ୍ଆର୍ସି) କେନ୍ଦୁଝର, ମୟୂରଭଞ୍ଜ ଓ ଭଦ୍ରକ ଜିଲାପାଳଙ୍କୁ ସର୍ତ୍ତମୂଳକ ସମାନ କରି ଏପ୍ରିଲ ୧୦ ତାରିଖ ପୂର୍ବାହ୍ନ ୧୧ଟାରେ କମିଶନ ନିକଟରେ ହାଜର ହେବାକୁ ଆଦେଶ କରିଛନ୍ତି। ସାପକାମୁଡ଼ାରେ ମୃତ୍ୟୁବରଣ କରିଥିବା ପରିବାରଙ୍କୁ...