ଭାଜପାରେ ମିଶିଲେ ଅତାବିରା ପୂର୍ବତନ ବିଧାୟକ ନିହାର ମହାନନ୍ଦ ବରଗଡ଼/ଭୁବନେଶ୍ୱର,୨୫ା୨(ପ୍ରେମାନନ୍ଦ ଖମାରୀ): ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ବରଗଡ କଂଗ୍ରେସ ସଭାପତି ତଥା ଅତାବିରାର ପୂର୍ବତନ ବିଧାୟକ ନିହାର ମହାନନ୍ଦ। ରବିବାର ନିଜର ଶତାଧିକ ସମର୍ଥକଙ୍କ ସହ ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଗେରୁଆ ଦଳରେ ସାମିଲ ହୋଇଛନ୍ତି। ଏହି ସମୟରେ...