୧୨ ଟି ବିଭାଗରେ ନିଯୁକ୍ତି ପାଇଲେ ୭,୨୯୩: ସ୍ୱଚ୍ଛତା ଓ ସାଧୁତା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ ଭୁବନେଶ୍ୱର,୨୫।୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଭୁବନେଶ୍ୱର କଳିଙ୍ଗ ଷ୍ଟାଡିଅମଠାରେ ଅନୁଷ୍ଠିତ ଦ୍ୱାଦଶ ନିଯୁକ୍ତିମେଳା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ- ୨୦୨୫ ଅବସରରେ ରାଜ୍ୟ ସରକାରଙ୍କ ବିଭିନ୍ନ ୧୨ଟି ବିଭାଗରେ ନବନିଯୁକ୍ତି ପାଇଥିବା ୭,୨୯୩ ଜଣଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି।...