ଟାରିଫ ଓ୍ବାର ମଧ୍ୟରେ ଆମେରିକାକୁ ଚେତାବନୀ ଦେଲେ ନିକି ଓ୍ବାଶିଂଟନ/ନୂଆଦିଲ୍ଲୀ,୨୪।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ସମେତ ଅନେକ ଦେଶ ଉପରେ ଶୁଳ୍କ ଘୋଷଣା କରିଛନ୍ତି। ରୁଷିଆରୁ ତେଲ କିଣିବା ପାଇଁ ଟ୍ରମ୍ପ ଭାରତ ଉପରେ ଅତିରିକ୍ତ ୨୫ ପ୍ରତିଶତ ଶୁଳ୍କ ଘୋଷଣା କରିଛନ୍ତି। ଟ୍ରମ୍ପଙ୍କ ନିଷ୍ପତ୍ତିକୁ ଆମେରିକାରେ...