Nirav

ନୀରବ, ଚୋକ୍‌ସିଙ୍କ ଦସ୍ତାବିଜ୍‌ ଜଳିଗଲା

ମୁମ୍ବାଇ,୨୯ା୪: ଦକ୍ଷିଣ ମୁମ୍ବାଇର ବାଲାର୍ଡ ଇଷ୍ଟେଟ୍‌ରେ ଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଜୋନ୍‌-୧ କାର୍ଯ୍ୟାଳୟରେ ରବିବାର ସକାଳେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଅନେକ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ୍‌ ଜଳିଯାଇଛି।…

8 months ago