୧୮ ମାସର ପରିଶ୍ରମ ପରେ GST ସଂସ୍କାର କରିଛନ୍ତି ସରକାର: ନିର୍ମଳା ସୀତାରମଣ
ନୂଆଦିଲ୍ଲୀ,୯ା୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଙ୍ଗଳବାର ଏକ ସାକ୍ଷାତକାରରେ କହିଛନ୍ତି ଯେ ଦ୍ରବ୍ୟ ଆଣ୍ଡ ସେବା କର(ଜିଏସଟି) ସ୍ଲାବକୁ ଦୁଇଟିକୁ ହ୍ରାସ ଓ ଏକୀକରଣ କରିବା ଏବଂ ସ୍ୱାସ୍ଥ୍ୟ ଓ ଜୀବନ ବୀମା ପ୍ରିମିୟମକୁ କରମୁକ୍ତ କରିବା ପାଇଁ...
GST ହାର ହ୍ରାସର ଲାଭ ଜନସାଧାରଣ ନିକଟରେ ପହଞ୍ଚିବା ଜରୁରୀ: ନିର୍ମଳା ସୀତାରମଣ
ନୂଆଦିଲ୍ଲୀ,୫।୯: ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ ୨୨ ସେପ୍ଟେମ୍ବରରେ ଜିଏସଟି ୨.୦ ଲାଗୁ ହେବା ପରେ ସରକାରଙ୍କର ପ୍ରମୁଖ ଅଗ୍ରାଧିକାର ହେଉଛି ଟିକସ ହାର ହ୍ରାସର ଲାଭ ଜନସାଧାରଣଙ୍କୁ ପହଞ୍ଚିବା ସୁନିଶ୍ଚିତ କରିବା। ଏକ ସାକ୍ଷାତକାରରେ ସୀତାରମଣ...
୩୩ ଜୀବନ ରକ୍ଷାକାରୀ ଔଷଧ ଉପରେ ଶୂନ୍ୟ GST, ନିର୍ମଳା ସୀତାରମଣଙ୍କ ବଡ଼ ଘୋଷଣା
ନୂଆଦିଲ୍ଲୀ,୩।୯: ଜିଏସ୍ଟି କାଉନ୍ସିଲ୍ ବୈଠକ ପରେ ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଏକ ସାମ୍ବାଦିକ ସମ୍ମିଳନୀରେ ବଡ଼ ଘୋଷଣା କରିଛନ୍ତି। ଜିଏସ୍ଟି ସରଳୀକରଣ ଉପରେ ଜୋର ଦେଇ ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୫ ଅଗଷ୍ଟରେ ପରବର୍ତ୍ତୀ...
ନିର୍ମଳା ସୀତାରାମଣଙ୍କ ବିରୋଧରେ ମାମଲା ରୁଜୁ କଲେ ଆପ ନେତାଙ୍କ ପତ୍ନୀ, କୋର୍ଟ ଜାରି କଲେ ନୋଟିସ
ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ନେତା ସୋମନାଥ ଭାରତୀଙ୍କ ପତ୍ନୀ ଲିପିକା ମିତ୍ର ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବିରୋଧରେ ଫୌଜଦାରୀ ମାନହାନି ଅଭିଯୋଗ ଦାୟର କରିଛନ୍ତି। ଲିପିକା ମିତ୍ର ତାଙ୍କ ଅଭିଯୋଗରେ ଅଭିଯୋଗ...
New Income Tax Bill 2025: ନୂତନ ଆୟକର ବିଲ ୨୦୨୫ ଲୋକ ସଭାରେ ଆଗତ: ବିଲ୍ରେ ୧୦ ବଡ଼ ପରିବର୍ତ୍ତନ
ନୂଆଦିଲ୍ଲୀ୧୩।୨:ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଲୋକ ସଭାରେ ନୂତନ ଆୟକର ବିଲ ୨୦୨୫ ଆଗତ କରିଛନ୍ତି। ପୂର୍ବରୁ, ୭ ଫେବୃଆରୀ ୨୦୨୫ରେ, କେନ୍ଦ୍ର କ୍ୟାବିନେଟ ଏହି ବିଲକୁ ଅନୁମୋଦନ କରିଥିଲେ। ଏହି ନୂତନ ବିଲ ପ୍ରାୟ ୬୦ ବର୍ଷ ପୁରୁଣା ଆୟକର...
୧୩.୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବାର୍ଷିକ ଆୟ ମଧ୍ୟ ଟିକସମୁକ୍ତ ହେବ! କେବଳ ଏହି କାମ କରିବାକୁ ପଡିବ
ଭୁବନେଶ୍ୱର, ୩।୨: ଭାରତ ସରକାର ବାର୍ଷିକ ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକୁ କରମୁକ୍ତ କରିବାକୁ ଘୋଷଣା କରିଛନ୍ତି। ୧୨.୭୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଷ୍ଟାଣ୍ଡାର୍ଡ ଡିଡକ୍ସନ ସହିତ କରମୁକ୍ତ। କିନ୍ତୁ ଆପଣ କ’ଣ ଜାଣନ୍ତି ଯେ ୧...
ଜାଣନ୍ତି କି କେତେ କୋଟି ଟଙ୍କାର ମାଲିକାଣୀ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ, ତାଙ୍କ ପାଖରେ ଅଛି…
ନୂଆଦିଲ୍ଲୀ,୧ା୨: ଶନିବାର ପାର୍ଲାମେଣ୍ଟରେ ଉପସ୍ଥାପିତ ହୋଇଛି ବଜେଟ୍। ଏହି ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ। ତେବେ ଅର୍ଥମନ୍ତ୍ରୀ ହୋଇ ସେ ନିଜେ କେତେ ଟଙ୍କାର ମାଲିକାଣୀ ଆପଣ ଜାଣନ୍ତି କି? ଯଦି ନା ତେବେ ଜାଣନ୍ତୁ ଆଜି...
Union Budget 2025: ଅର୍ଥମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଥର ବଜେଟରେ ୧୦ ଦିଗ ପ୍ରତି ବିଶେଷ ଧ୍ୟାନ
ନୂଆଦିଲ୍ଲୀ,୧।୨: ସଂସଦରେ ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ। ବଜେଟ ଉପସ୍ଥାପନ କରି ଅର୍ଥମନ୍ତ୍ରୀ କହିଛନ୍ତି, ଆମର ଅର୍ଥନୀତି ସମସ୍ତ ପ୍ରମୁଖ ଅର୍ଥନୀତି ମଧ୍ୟରେ ସବୁଠାରୁ ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି। ଗତ ୧୦ ବର୍ଷ ଧରି ଆମର ବିକାଶ...
Union Budget 2025: ଏଥର ନିର୍ମଳା ସୀତରାମନଙ୍କ ନୂଆ ଟିମ୍ ପ୍ରସ୍ତୁତ କରିଛନ୍ତି ବଜେଟ୍: ଜାଣନ୍ତୁ ପରଦା ପଛରେ କିଏ କିଏ ଅଛନ୍ତି
ନୂଆଦିଲ୍ଲୀ,୧।୨: କେନ୍ଦ୍ର ନରେନ୍ଦ୍ର ମୋଦି ସରକାର ୩.୦ର ବଜେଟ ଲୋକସଭାରେ ଉପସ୍ଥାପିତ ହେଛଛି। ୨୦୧୪ରେ ମୋଦି ସରକାର କ୍ଷମତାକୁ ଆସିବା ପରେ, ଅର୍ଥମନ୍ତ୍ରୀ ନିର୍ମଳା ସୀତରାମନ ମୋଦି ସରକାରଙ୍କ ୧୪ତମ ବଜେଟ ଉପସ୍ଥାପନ କରୁଛନ୍ତି। ଗତ ବର୍ଷ ଜୁଲାଇ ୨୦୨୪ରେ...
ଏହି ଔଷଧ, ନମକିନ୍ ଉପରୁ ଜିଏସଟି କମାଇଲେ ସରକାର: ଉପକୃତ ହେବେ ଲୋକେ
ନୂଆଦିଲ୍ଲୀ,୯।୯: ସୋମବାର ବସିଥିବା ଜିଏସଟି ପରିଷଦ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ କିଛି କ୍ୟାନ୍ସର ଔଷଧ ଉପରୁ ଜିଏସଟି ହ୍ରାସ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏଥିସହିତ ନଭେମ୍ବରରେ ହେବାକୁ ଥିବା ଆସନ୍ତା ବୈଠକରେ ସ୍ୱାସ୍ଥ୍ୟ ବୀମା ହାର ହ୍ରାସ...
ବଜେଟ ପରେ ନିର୍ମଳା ସୀତାରମଣଙ୍କ ବଡ଼ ପ୍ରତିକ୍ରିୟା: ‘ମୁଁ ମଧ୍ୟବିତ୍ତ ପରିବାରକୁ ରିହାତି ଦେବାକୁ ଚାହେଁ, କିନ୍ତୁ…’
ନୂଆଦିଲ୍ଲୀ,୨୬ା୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲଗାତାର ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନା କରି ରେକର୍ଡ କରିଥିବା ବେଳେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଏକ ସାକ୍ଷାତାରରେ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ମୋଦିଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ ପରେ...
ମାଗଣା ବିଜୁଳିକୁ ନେଇ ବଡ଼ ବୟାନ ଦେଲେ ଅର୍ଥମନ୍ତ୍ରୀ: କହିଲେ…
ନୂଆଦିଲ୍ଲୀ,୨୩।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ ଉପସ୍ଥାପନ କରିଛନ୍ତି। ଅଭିଭାଷଣ ଆରମ୍ଭରେ ଅର୍ଥମନ୍ତ୍ରୀ କହିଛନ୍ତି, ଲଗାତାର ତୃତୀୟ ଥର ପାଇଁ ମୋଦି ସରକାର କ୍ଷମତାକୁ ଆସିଛନ୍ତି। ଭାରତରେ ମୁଦ୍ରାସ୍ଫୀତି କ୍ରମାଗତ ଭାବେ ହ୍ରାସ ପାଉଛି। ଭାରତର ଅର୍ଥନୀତି ଦ୍ରୁତ...
Archives


