ଆଜି ସ୍ବତନ୍ତ୍ର ଧଳା ଶାଢି ପିନ୍ଧି ବଜେଟ୍ ଉପସ୍ଥାପନ କରିବେ ନିର୍ମଳା ସୀତାରାମନ୍: ଜାଣନ୍ତୁ କିଏ ଦେଇଥିଲେ ଉପହାର ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଆଜି ପୂର୍ବାହ୍ନ ୧୧ଟାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ପାର୍ଲାମେଣ୍ଟରେ ସାଧାରଣ ବଜେଟ ଉପସ୍ଥାପନ କରିବେ। କ୍ରମାଗତ ଅଷ୍ଟମ ଥର ପାଇଁ ସେ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି। ବଜେଟ୍ ଉପସ୍ଥାପନ ପୂର୍ବରୁ...