Tag Archives: Nirmala Sitharaman

ମାଗଣା ବିଜୁଳିକୁ ନେଇ ବଡ଼ ବୟାନ ଦେଲେ ଅର୍ଥମନ୍ତ୍ରୀ: କହିଲେ…

ନୂଆଦିଲ୍ଲୀ,୨୩।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ ଉପସ୍ଥାପନ କରିଛନ୍ତି। ଅଭିଭାଷଣ ଆରମ୍ଭରେ ଅର୍ଥମନ୍ତ୍ରୀ କହିଛନ୍ତି, ଲଗାତାର ତୃତୀୟ ଥର ପାଇଁ ମୋଦି ସରକାର କ୍ଷମତାକୁ ଆସିଛନ୍ତି। ଭାରତରେ ମୁଦ୍ରାସ୍ଫୀତି କ୍ରମାଗତ ଭାବେ ହ୍ରାସ ପାଉଛି। ଭାରତର ଅର୍ଥନୀତି ଦ୍ରୁତ ଗତିରେ…

‘ନିର୍ବାଚନ ଲଢ଼ିବାକୁ ଟଙ୍କା ନାହିଁ’ ବୟାନକୁ ନେଇ ଚର୍ଚ୍ଚାରେ ଥିବା ଅର୍ଥମନ୍ତ୍ରୀ ସୀତାରମଣଙ୍କ ସମ୍ପତ୍ତି କେତେ? ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୩: ଅର୍ଥମନ୍ତ୍ରୀ ର୍ନିମଳା ସୀତାରମଣ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ମନା କରି ଦେଇଛନ୍ତି। ଭାରତୀୟ ଜନତା ପାର୍ଟି (ବିଜେପି) ଚାହୁଁଥିଲା ଯେ ସେ ଆନ୍ଧ୍ରପ୍ରଦେଶ କିମ୍ବା ତାମିଲନାଡୁରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରନ୍ତୁ। ହେଲେ ପାଖରେ ନିର୍ବାଚନ ଲଢ଼ିବାକୁ ଟଙ୍କା…

ମଧ୍ୟବିତ୍ତ ଶ୍ରେଣୀଙ୍କୁ ଘର ଦେବେ ସରକାର, ବଜେଟରେ ଘୋଷଣା

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅନ୍ତରୀଣ ବଜେଟ ୨୦୨୪-୨୫ରେ ମଧ୍ୟବିତ୍ତ ଶ୍ରେଣୀଙ୍କ ପାଇଁ ଗୃହ ଯୋଜନା ଘୋଷଣା କରିଛନ୍ତି। ଅର୍ଥମନ୍ତ୍ରୀ ଗୁରୁବାର ତାଙ୍କ ବଜେଟ ଅଭିଭାଷଣରେ କହିଛନ୍ତି ଯେ, ମଧ୍ୟବିତ୍ତ ଶ୍ରେଣୀର ଲୋକମାନେ ନିଜ ପାଇଁ ଘର ନିର୍ମାଣ କିମ୍ବା କିଣିବା…

ସର୍ଭାଇକାଲ କ୍ୟାନସର ଉପରେ ରୋକ ଲଗାଇବା ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି: ଏବେ ୯-୧୪ ବାଳିକାଙ୍କୁ ମିଳିବ ମାଗଣା ଟିକା

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ସଂସଦରେ ଦେଶର ଅନ୍ତରୀଣ ବଜେଟ ଉପସ୍ଥାପନ କରୁଛନ୍ତି। ବଜେଟ ଉପସ୍ଥାପନ କରୁଥିବାବେଳେ ଅର୍ଥମନ୍ତ୍ରୀ ମୋଦି ସରକାରଙ୍କ ଅନେକ ସଫଳତାକୁ ଗଣନା କରିଛନ୍ତି। ସ୍ବାସ୍ଥ୍ୟ ବିଭାଗର ବିକାଶକୁ ନେଇ ବଜେଟରେ ଅନେକ ଅନ୍ତର୍ଭୁକ୍ତ କରାଯାଇଛି ବୋଲି…

ବଜେଟ ୨୦୨୪: ସାମରିକ ଶକ୍ତି ବୃଦ୍ଧି ପାଇଁ ଏତିକି କୋଟି ଆବଣ୍ଟନ

ନୂଆଦିଲ୍ଲ୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଅନ୍ତରୀଣ ବଜେଟ ଉପସ୍ଥାପନ କରୁଛନ୍ତି। ଏହି ସମୟରେ ପ୍ରତିରକ୍ଷା ବଜେଟରେ ବଡ଼ ଘୋଷଣା କରାଯାଇଛି। ଗୁରୁବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପ୍ରତିରକ୍ଷା ବଜେଟରେ ୧୧.୧ ପ୍ରତିଶତ ବୃଦ୍ଧି ଘୋଷଣା କରି ଏହାକୁ ୧୧,୧୧,୧୧୧ କୋଟି…

ଆୟକରରେ ହେବନାହିଁ କୌଣସି ପରିବର୍ତ୍ତନ: ନିର୍ମଳା ସୀତାରମଣ

ନୂଆଦିଲ୍ଲୀ,୧।୨: କ୍ରମାଗତ ଷଷ୍ଠ ବଜେଟ୍ ଉପସ୍ଥାପନ କରି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ଆୟକର ହାରରେ କୌଣସି ପରିବର୍ତ୍ତନ ହେବନାହିଁ ବୋଲି ଘୋଷଣା କରିଛନ୍ତି। ଆମଦାନି କର ସମେତ ପ୍ରତ୍ୟକ୍ଷ ଏବଂ ପରୋକ୍ଷ କର ପାଇଁ ସମାନ ଟିକସ ହାର…

ବଜେଟ ଉପସ୍ଥାପନ ପୂର୍ବରୁ ଅର୍ଥମନ୍ତ୍ରୀଙ୍କୁ ଦହି-ଚିନି ଖୁଆଇଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୧।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଏବଂ ଅନ୍ତରୀଣ ବଜେଟ୍ ୨୦୨୪ ଉପସ୍ଥାପନ କରିବାକୁ ଅର୍ଥମନ୍ତ୍ରୀ ସଂସଦରେ ପ୍ରବେଶ କରିବା ପୂର୍ବରୁ ତାଙ୍କୁ ଦହି-ଚିନି ଖୁଆଇଛନ୍ତି। ରାଷ୍ଟ୍ରପତି ଭବନ ପକ୍ଷରୁ ଏକ୍ସ ହ୍ୟାଣ୍ଡେଲରେ ଫଟୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?