ରାମାୟଣ ସେଟ୍ରୁ ରଣବୀର କପୁର-ସାଇ ପଲ୍ଲବୀଙ୍କ ଲୁକ୍ ଭାଇରାଲ୍, ରାମ-ସୀତା ଅବତାରରେ ଆସିଲେ ନଜର ଭୁବନେଶ୍ୱର,୨୭।୪: ନିର୍ଦ୍ଦେଶକ ନୀତେଶ ତିୱାରୀଙ୍କ ଫିଲ୍ମ ‘ରାମାୟଣ’କୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ଫିଲ୍ମରେ ରଣବୀର କପୁର ପ୍ରଭୁ ରାମଙ୍କ ଭୂମିକାରେ ନଜର ଆସିବେ। ତାଙ୍କ ସହ ଦକ୍ଷିଣ ଭାରତୀୟ ଅଭିନେତ୍ରୀ ସାଇ ପଲ୍ଲବୀ ମାତା ସୀତା...