ଭାରତରେ ମହଙ୍ଗା ହୋଇପାରେ ଖାଦ୍ୟ ସାମଗ୍ରୀ ଓ ସାର: ନୀତି ଆୟୋଗ ସଦସ୍ୟ ନୂଆଦିଲ୍ଲୀ,୧୫ା୩: ପଶ୍ଚିମ ଏସିଆରେ ଜାରି ରହିଥିବା ଦୀର୍ଘକାଳୀନ ଯୁଦ୍ଧ ଭାରତୀୟ ଅର୍ଥନୀତି ଉପରେ ଚାପ ପକାଇପାରେ। ନୀତି ଆୟୋଗର ସଦସ୍ୟ ରମେଶ ଚାନ୍ଦ ଏକ ସାକ୍ଷାତକାରରେ ଏନେଇ ସତର୍କ କରାଇଛନ୍ତି। ”ଯଦି ଇରାନ ଓ ଇସ୍ରାଏଲ ମଧ୍ୟରେ ସଂଘର୍ଷ ଦୀର୍ଘସ୍ଥାୟୀ ହୁଏ,…