ପୁରୁଣା ଭୁବନେଶ୍ୱର,୨୯।୮(ସୁବାସ ଚନ୍ଦ୍ର ପ୍ରଧାନ): ସେପ୍ଟେମ୍ବର ୭ରେ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ହେବ। ଏହି ଅବସରରେ ଶ୍ରୀଲିଙ୍ଗରାଜଙ୍କ ନୀତି ନିର୍ଘଣ୍ଟରେ ପରିବର୍ତ୍ତନ କରାଯିବ। ପ୍ରାତଃରୁ ଦୈନିକ ନୀତିକାନ୍ତି, ମଙ୍ଗଳ…