Tag Archives: Nitin Gadkari

ଗଡକରୀଙ୍କ ବୟାନ ପରେ ରାଜନୀତିରେ ହଇଚଇ, ଭୋଟ୍ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୭।୯: କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋରଦାର ହୋଇଛି । ନାଗପୁରରେ ରବିବାର ଏକ କାର୍ଯ୍ୟକ୍ରମରେ ନିଜ ନିର୍ବାଚନୀ ଭୋଟ୍‌କୁ ନେଇ ସେ ଏକ ମନ୍ତବ୍ୟ ଦେଇଥିଲେ…

ଗାଡ଼ି ଚାଳକ ସାବଧାନ: ଏହି ଭୁଲ କଲେ ତୁରନ୍ତ ରଦ୍ଦ ହେବ ଡ୍ରାଇଭିଂ ଲାଇସେନ୍ସ! ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪।୯: ଭାରତରେ ଖୁବଶୀଘ୍ର ଡ୍ରାଇଭିଂ ଲାଇସେନ୍ସ (DL) ଏବଂ ଭେହିକଲ ରେଜିଷ୍ଟ୍ରେଶନ ସାର୍ଟିଫିକେଟ (RC)କୁ ନେଇ ନିୟମ ବଦଳିପାରେ। ଡ୍ରାଇଭିଂ ଲାଇସେନ୍ସ ଓ RC ପାଇଁ ଏକ ଗ୍ରେଡେଡ ପଏଣ୍ଟ ସିଷ୍ଟମ ଲାଗୁ କରିବା ନେଇ ସଡ଼କ ପରିବହନ ଓ ରାଜପଥ…

୫. ୮ କୋଟିଙ୍କୁ ମିଳିବ ରୋଜଗାର! ବାଇକ ଟ୍ୟାକ୍ସିକୁ ନେଇ ସବୁ ରାଜ୍ୟ ସରକାରଙ୍କୁ ଏହି ନିର୍ଦ୍ଦେଶ ଦେଲେ ଗଡ଼କରୀ

ନୂଆଦିଲ୍ଲୀ,୩।୯: ଦେଶରେ ଟ୍ରାନ୍ସପୋର୍ଟ ବ୍ୟବସ୍ଥାକୁ ଆହୁରି ସହଜ ଓ ରୋଜଗାରମୁଖୀ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଯୋଜନା ଉପରେ ଜୋର ଦେଉଛନ୍ତି। କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ ଦେଶର ସମସ୍ତ ରାଜ୍ୟକୁ ବାଇକ…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ ଯୋଗ ଦେଇଥିଲେ। ସେ ମନ୍ତବ୍ୟ ଦେଇଥିଲେ ଯେ ଗତ 30 ବର୍ଷ ଧରି…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର କାଟୋଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗଡକରୀ କହିଛନ୍ତି ଯେ, ଏବେ ତାଙ୍କୁ ଅଧିକ…

ଫସିଯିବେ କି ଗଡ଼କରୀ? କହିଲେ ‘E20 ପେଟ୍ରୋଲରେ ମୋର କୌଣସି ଭୂମିକା ନାହିଁ’

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ବମ୍ବେ ହାଇକୋର୍ଟରେ ଏକ ପ୍ରସ୍ତାବିତ ଦେୱାନୀ ମାମଲା ରୁଜୁ କରି ଦାବି କରିଛନ୍ତି ଯେ ଇଥାନଲ-ମିଶ୍ରିତ ପେଟ୍ରୋଲ କାର୍ଯ୍ୟକ୍ରମ କିମ୍ବା E20 ପଦକ୍ଷେପରେ ତାଙ୍କର କୌଣସି ଭୂମିକା ନାହିଁ।…

E20 ବିବାଦ: ବମ୍ବେ ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ନିତିନ ଗଡକରୀ

ନୂଆଦିଲ୍ଲୀ, ୨୭।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡକରୀ ସୋସିଆଲ ମିଡିଆରେ ପ୍ରସାରିତ ଡିପଫେକ୍ ଭିଡିଓ ଏବଂ ମାନହାନିଜନକ ପୋଷ୍ଟ ସମ୍ପର୍କରେ ବମ୍ବେ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି । ଏହି ପୋଷ୍ଟଗୁଡ଼ିକ ଦାବି କରୁଛି ଯେ ଗଡକରୀ…

ଗାଡ଼ିର ମାଇଲେଜ କମିବ କିନ୍ତୁ ଇଞ୍ଜିନ ଖରାପ ହେବନାହିଁ, E୨୦ ପେଟ୍ରୋଲ ନେଇ ମିଥ୍ୟା ପ୍ରଚାର ଉପରେ ବର୍ଷିଲେ ଗଡ଼କରୀ

ନୂଆଦିଲ୍ଲୀ,୯।୭: E୨୦ ପେଟ୍ରୋଲ (୨୦% ଏଥାନଲ ଏବଂ ୮୦% ପେଟ୍ରୋଲ) ବ୍ୟବହାର ଦ୍ୱାରା ଗାଡ଼ିର ଇଞ୍ଜିନ ଖରାପ ହେଉଥିବା ଦାବିକୁ ସମ୍ପୂର୍ଣ୍ଣ ପ୍ରତ୍ୟାଖ୍ୟାନ କରିଛନ୍ତି କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ। ତେବେ ଏହା ଦ୍ୱାରା ଗାଡ଼ିର ମାଇଲେଜ୍‌ରେ…

ନିତିନ ଗଡ଼କରୀଙ୍କୁ ଭେଟିଲେ ପ୍ରିୟଙ୍କା ଗାନ୍ଧୀ: ଆଲୋଚନାରେ ଉଠିଲା ‘ଭାଇ-ଭଉଣୀ’ କଥା

ନୂଆଦିଲ୍ଲୀ,୧୮ା୧୨: କେରଳର ବିକାଶମୂଳକ କାର୍ଯ୍ୟକୁ ନେଇ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀଙ୍କୁ ଭେଟିଛନ୍ତି ୱାୟାନାଡ୍ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭାଦ୍ରା। ସଂସଦ ଭବନ ପରିସରରେ ଅନୁଷ୍ଠିତ ଏହି ବୈଠକରେ କେବଳ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଉପରେ ଚର୍ଚ୍ଚା…

ମୁଁ ଦଲାଲ ନୁହେଁ…ହେଲେ ୨୦୦କୋଟି କମାଉଛି, ଏମିତି କାହିଁକି କହିଲେ ଗଡକରୀ

ନୂଆଦିଲ୍ଲୀ,୧୪।୯: ଗତ କିଛି ମାସ ମଧ୍ୟରେ ଦେଶରେ ଇଥାନଲକୁ ନେଇ ଏକ ବିବାଦ ଦେଖାଦେଇଥିଲା। ଲୋକମାନେ କହୁଥିଲେ ଯେ ଇଥାନଲ ଯୋଗୁଁ ସେମାନଙ୍କ ଗାଡ଼ି କ୍ଷତିଗ୍ରସ୍ତ ହେଉଛି। ସମ୍ପୂର୍ଣ୍ଣ ମାମଲା ସୁପ୍ରିମକୋର୍ଟରେ ମଧ୍ୟ ପହଞ୍ଚିଥିଲା। ଏଥିପାଇଁ କେନ୍ଦ୍ର ସଡ଼କ ମନ୍ତ୍ରୀ ନୀତିନ…

ନୀତିନ ଗଡ଼କରୀଙ୍କ ବିବାଦୀୟ ମନ୍ତବ୍ୟ: ଲୋକଙ୍କୁ ମୂର୍ଖ କରି ପାରୁଥିବା ବ୍ୟକ୍ତି ହିଁ ଶ୍ରେଷ୍ଠ ନେତା

ନୂଆଦିଲ୍ଲୀ,୧।୯: କେନ୍ଦ୍ର ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରୀ ନୀତିନ ଗଡ଼କରୀ ତାଙ୍କର ଖୋଲା ମନ୍ତବ୍ୟ ପାଇଁ ପୁଣି ଥରେ ଚର୍ଚ୍ଚାରେ। ନାଗପୁରରେ ଏକ କାର୍ଯ୍ୟକ୍ରମରେ ସେ କହିଛନ୍ତି, “ଯିଏ ଲୋକଙ୍କୁ ସବୁଠାରୁ ଭଲ ମୂର୍ଖ କରିପାରେ, ସେହି ଶ୍ରେଷ୍ଠ ନେତା…

ଗୋବର-ବାଉଁଶରେ ଚାଲିବ ଗାଡ଼ି: ନୀତିନ ଗଡକରୀ ଦେଲେ ଆଶ୍ଚର୍ଯ୍ୟଜନକ ଫର୍ମୁଲା

ନୂଆଦିଲ୍ଲୀ,୨୬।୬: ଭାରତ ପ୍ରତିବର୍ଷ କେବଳ ଅଶୋଧିତ ତୈଳ ଆମଦାନୀ ପାଇଁ ୨୨ ଲକ୍ଷ କୋଟି ଟଙ୍କାରୁ ଅଧିକ ଖର୍ଚ୍ଚ କରେ। ଏହା କେବଳ ଦେଶର ଅର୍ଥନୀତି ଉପରେ ଭାରୀ ବୋଝ ପକାଇ ନ ଥାଏ, ବରଂ ଶକ୍ତି ସୁରକ୍ଷାକୁ ମଧ୍ୟ ବିପଦରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?