ନୀତିନ ନବୀନଙ୍କ ନୂଆ ଦଳରେ କିଏ ସାମିଲ ହେଲେ? ବିନୋଦ ତାୱଡେଙ୍କ ସମେତ ତିନି ଜଣଙ୍କ ନାମ ଚୂଡ଼ାନ୍ତ
ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସାଂଗଠନିକ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛି। ନୀତିନ ନବୀନ ଦଳର ସଭାପତି ଭାବରେ ଦାୟିତ୍ୱ ନେବା ମାତ୍ରେ ଏ ସମ୍ପର୍କରେ କଳ୍ପନାଜଳ୍ପନା ଆରମ୍ଭ ହୋଇଯାଇଥିଲା। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ନୀତିନ ନବୀନଙ୍କ ନୂତନ ଦଳ…
ଭାଜପାର ପରାଜୟ ପରେ ମୋଦିଙ୍କ ସହ ବଡ଼ ଆଲୋଚନା କଲେ ନୀତିନ ନବୀନ? ଫଟୋ ହେଉଛି ଭାଇରାଲ
ନୂଆଦିଲ୍ଲୀ,୪।୮: ସଂସଦ ଅଧିବେଶନ ମଧ୍ୟରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ‘ମଙ୍ଗଳ ମିଳନ’ ସମାବେଶରୁ ଏକ ଆକର୍ଷଣୀୟ ଫଟୋ ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ କିଛଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରୁଥିବାର ଅନୁମାନ କରାଯାଉଛି।…
‘କକ୍ରୋଚ ଜନତା ପାର୍ଟି’କୁ ନେଇ ପ୍ରଥମ ବିବୃତ୍ତି ଜାରି କଲା ଭାଜପା, ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କଲେ ବଡ଼ ଘୋଷଣା
ନୂଆଦିଲ୍ଲୀ,୩୦।୬: ‘କକ୍ରୋଚ ଜନତା ପାର୍ଟି’ (CJP) ସମ୍ପ୍ରତି ଦେଶରେ ଆଲୋଚନାର ବିଷୟ ପାଲଟିଛି। ଅନେକ ପ୍ରମୁଖ ବ୍ୟକ୍ତିତ୍ୱଙ୍କ ସହ ଜଡିତ ଥିବାରୁ ଏହି ଦଳ ଚର୍ଚ୍ଚାରେ ରହିଛି। ବର୍ତ୍ତମାନ, ଦଳ ଜନ୍ତର ମନ୍ତରରେ ପ୍ରତିବାଦ କରୁଛି। ଏହା ମଧ୍ୟରେ, ଶାସକ ଭାଜପା…
ମନ୍ତ୍ରୀଙ୍କ ଛାତି ଧଡ଼ପଡ଼: କାହାର ଯିବ ପଦ କିଏ ଯୋଡ଼ା ହେବେ ନୂଆ
ଭୁବନେଶ୍ୱର,୨୭।୫ ଓଡ଼ିଶାରେ ଖୁବ୍ ଶୀଘ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇପାରେ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍ ଧରିଛି। ଏହାକୁ ନେଇ ମନ୍ତ୍ରୀ ଓ ବିଧାୟକମାନଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଥିବା ଦେଖାଯାଉଛି। ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନରେନ୍ଦ୍ର ମୋଦି…
ନୀତିନ ନବୀନଙ୍କୁ ଭେଟିଲେ ଦେବାଶିଷ ସାମନ୍ତରାୟ
ଭୁବନେଶ୍ୱର,୨୬।୫: ଭାଜପାରେ ଆନୁଷ୍ଠାନିକ ଭାବେ ଯୋଗଦାନ ପରେ ଦେବାଶିଷ ସାମନ୍ତରାୟ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଛନ୍ତି। ସୂଚନା ଅନୁସାରେ, ଦେବାଶିଷ ସାମନ୍ତରାୟ ଭାଜପାରେ ଯୋଗଦାନ ପରେ ଆଲୋଚନା କରିବା ପାଇଁ ନୀତିନ ନବୀନଙ୍କୁ ସାକ୍ଷାତ କରିଥିଲେ। ଏହି ସାକ୍ଷାତକାର…
ବିଧାୟକ ପଦରୁ ଇସ୍ତଫା ଦେଲେ ନବୀନ, ଏବେ କିଏ ହେବେ ବାଙ୍କିପୁରରୁ ପ୍ରାର୍ଥୀ ଉଠିଲାଣି ପ୍ରଶ୍ନ
ପାଟନା,୩୦।୩: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ବିଧାନସଭା ସଦସ୍ୟ (ଏମଏଲଏ) ପଦରୁ ଇସ୍ତଫା ଦେଇଛନ୍ତି। ସେ ବିହାର ଭାଜପା ୟୁନିଟର ସଭାପତି ସଞ୍ଜୟ ସରାଓଗୀଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ସଞ୍ଜୟ ସରାଓଗୀ ଆଜି (୩୦ ମାର୍ଚ୍ଚ, ୨୦୨୬) ବିହାର…
ଦ୍ୱୈତ ସଦସ୍ୟତାକୁ ନେଇ ସଙ୍କଟ: ନୀତୀଶ-ନୀତିନଙ୍କୁ ୧୦ ଦିନ ମଧ୍ୟରେ ନେବାକୁ ପଡିବ ନିଷ୍ପତ୍ତି – ନଚେତ ଯାଇପାରେ ରାଜ୍ୟ ସଭା ଆସନ
ନୂଆଦିଲ୍ଲୀ,୨୦।୩: ପୁଣିଥରେ ବିହାର ରାଜନୀତିରେ ସାମ୍ବିଧାନିକ ବ୍ୟବସ୍ଥା ସମ୍ପର୍କରେ ଉତ୍ତେଜନା ତୀବ୍ର ହୋଇଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଭାଜପା ନେତା ନୀତିନ ନବୀନଙ୍କ ରାଜ୍ୟ ସଭା ସଦସ୍ୟତା ଟେକନିକ ପ୍ରଶ୍ନରେ ଫସିଯାଇଛି। ଉଭୟ ନେତା ମାର୍ଚ୍ଚ ୧୬ ତାରିଖରେ ରାଜ୍ୟ…
ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସୋସିଆଲ ମିଡିଆରେ ପୋଷ୍ଟ କରି କହିଲେ ୪ଟି ଆସନରେ…
ନୂଆଦିଲ୍ଲୀ/ଭୁବନେଶ୍ୱର,୨୭ା୨: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଶୁକ୍ରବାର ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଦିଲ୍ଲୀ ଭାଜପା ମୁଖ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟି ଓଡ଼ିଶାର ଦଳର ସାଂଗଠନିକ ସ୍ଥିତି ଓ ସମନ୍ବୟ ଉପରେ ଆଲୋଚନା କରିଛନ୍ତି। ବୈଠକ ପରେ ମୁଖ୍ୟମନ୍ତ୍ରୀ…
ନୀତିନ ନବୀନ କହିଲେ ରାଜନୀତି ଲଙ୍ଗ ମାରାଥନ, ଏଠି ସ୍ପିଡ ନୁହେଁ ଷ୍ଟାମିନାର ଟେଷ୍ଟ ହୋଇଥାଏ
ନୂଆଦିଲ୍ଲୀ,୨୦।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ, ନୀତିନ ନବୀନ ପ୍ରଥମ ଥର ପାଇଁ ଦଳୀୟ କର୍ମୀ ଏବଂ ନେତାମାନଙ୍କୁ ସମ୍ବୋଧିତ କରିଥିଲେ। ସେ କହିଥିଲେ ଯେ ଜଣେ ବ୍ୟକ୍ତି ଯେତେବେଳେ ଲୋକଙ୍କ ଭାବନା ସହିତ ଯୋଡ଼ି ହୁଅନ୍ତି ସେତେବେଳେ ସେ…
Nitin Navin BJP President: କିଏ ଏହି ନୀତିନ ନବୀନ, କେମିତି ହେଲେ ସଙ୍ଗଠନର ପ୍ରଥମ ପସନ୍ଦ, ଜାଣନ୍ତୁ ତାଙ୍କ ମୋଟ ସମ୍ପତ୍ତି…
ନୂଆଦିଲ୍ଲୀ,୨୦।୧: ମଙ୍ଗଳବାର (୧୯ ଜାନୁଆରୀ, ୨୦୨୬) ଭାରତୀୟ ଜନତା ପାର୍ଟି (ଭାଜପା)ର ବରିଷ୍ଠ ନେତା ନୀତିନ ନବୀନଙ୍କୁ ଦଳର ନୂତନ ରାଷ୍ଟ୍ରୀୟ ସଭାପତି ଭାବରେ ନିଯୁକ୍ତ କରାଯାଇଥିଲା। ସେ ଏହି ଉଚ୍ଚ ପଦବୀରେ ଜଗତ ପ୍ରକାଶ ନଡ୍ଡାଙ୍କ ସ୍ଥାନ ନେଇଛନ୍ତି। ଏହି…
ପୂଜାର୍ଚ୍ଚନା ପରେ ଦାୟିତ୍ୱ ସମ୍ଭାଳିବେ ନୀତିନ ନବୀନ
ନୂଦିଲ୍ଲୀ,୨୦।୧: ଭାରତୀୟ ଜନତା ପାର୍ଟିର କାର୍ଯ୍ୟକାରୀ ସଭାପତି ନୀତିନ ନବୀନ ଏବେ ଦଳର ଦ୍ୱାଦଶ ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବେ। ଏହି ପଦ ଗ୍ରହଣ କରିବା ପୂର୍ବରୁ ସେ ଅନେକ ମନ୍ଦିର ପରିଦର୍ଶନ କରିଛନ୍ତି। ଏହା ବ୍ୟତୀତ ନୀତିନ ଏକ ଗୁରୁଦ୍ୱାର ମଧ୍ୟ…
Archives


