ନୀତିଶ ଯିବେ ଦିଲ୍ଲୀ, ବିହାର ସମ୍ଭାଳିବେ ପୁଅ; କାଲିଠାରୁ ସକ୍ରିୟ ରାଜନୀତିରେ ଏଣ୍ଟ୍ରି, ହୋଇପାରନ୍ତି Dy CM ପାଟନା,୬।୩: ବିହାର ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ରାଜନୀତି ଛାଡ଼ି ଜାତୀୟ ରାଜନୀତିକୁ ଯିବା ପ୍ରାୟତଃ ସ୍ପଷ୍ଟ ହୋଇଯାଇଛି। ଶୁକ୍ରବାର ସାରେ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ଅନୁଷ୍ଠିତ ଜେଡିୟୁ (JDU) ର…