କିଏ ଅଧିକ ଚାକିରି ଦେଇଛନ୍ତି ନୀତୀଶ ନା ତେଜସ୍ବୀ
ପାଟନା,୭ା୩: ଜାତୀୟ ରାଜନୀତିକୁ ନେଇ ଚର୍ଚ୍ଚିତ ବିହାରରେ ଆଜିକାଲି ନିଯୁକ୍ତି ପ୍ରସଙ୍ଗ ସବୁଠାରୁ ଅଧିକ ପ୍ରାଧାନ୍ୟ ପାଲଟିଛି। ଏନ୍ଡିଏ ହେଉ କିମ୍ବା ମହାଗଠବନ୍ଧନ ହେଉ ନିଯୁକ୍ତି ପ୍ରସଙ୍ଗକୁ ଦୃଷ୍ଟିରେ ରଖି ନିର୍ବାଚନ କ୍ଷେତ୍ରକୁ ପ୍ରବେଶ କରିବାକୁ ପ୍ରସ୍ତୁତ ହେଉଛନ୍ତି। ବିହାରରେ ରୋଜଗାର…
ଲଗାତର ୨୦ ବର୍ଷ ହେଲାଣି କ୍ଷମତାରେ, ହେଲେ ନିର୍ବାଚନ ଲଢ଼ନ୍ତି ନାହିଁ ନୀତୀଶ କୁମାର; କାରଣ ଜାଣିଲେ…
ପାଟନା,୬।୩: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଙ୍ଗଳବାର ପୁଣିଥରେ ବିଧାନ ପରିଷଦ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହା ନିଶ୍ଚିତ ଯେ ସେ ବିଧାନ ପରିଷଦର ସଦସ୍ୟ ଭାବରେ ନିର୍ବାଚିତ ହେବେ। ଖାଲିଥିବା ୧୧ ଆସନ ମଧ୍ୟରୁ ଜେଡିୟୁକୁ ମିଳିଥିବା ଦ୍ୱିତୀୟ…
ନୀତୀଶଙ୍କ ମୁହଁରେ ହସ: ଏନ୍ଡିଏ ସହ ପୁଣି ମେଣ୍ଟ ପରେ ପ୍ରଥମଥର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ
ନୂଆଦିଲ୍ଲୀ,୭।୧: ଏନ୍ଡିଏ ସହ ପୁଣି ମେଣ୍ଟ ପରେ ପ୍ରଥମଥର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ଏହି ସମୟରେ ସେ ବେଶ୍ ଖୁସି ଜଣାପଡୁଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପାଇଁ ନୀତୀଶ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ପହଞ୍ଚିଥିଲେ।…
ମେଣ୍ଟ ବଦଳାଇ ନବମ ପାଳି, ନୀତୀଶଙ୍କ ପଞ୍ଚମ ଶିବିର ପରିବର୍ତ୍ତନ
ନୂଆଦିଲ୍ଲୀ,୨୯।୧: ୧ ଦଶନ୍ଧି ମଧ୍ୟରେ ଏହା ହେଉଛି ନୀତୀଶଙ୍କ ପଞ୍ଚମ ଶିବିର ପରିବର୍ତ୍ତନ। ବାରମ୍ବାର ମେଣ୍ଟ ବଦଳାଉଥିବାରୁ ତାଙ୍କୁ ରାଜନୈତିକ ମହଲରେ ‘ପଲ୍ଟୁ ରାମ’ ଓ ‘ପଲଟୁ କୁମାର’ ଭଳି ଆଖ୍ୟା ଦିଆଯାଇଛି। ନୀତୀଶ ୨୦୦୦ ମାର୍ଚ୍ଚରେ ଭାଜପା ସମର୍ଥନରେ ପ୍ରଥମ…
ଯଦି ଏପରି ନ ଘଟେ ରାଜନୀତି ଛାଡିଦେବି: କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର
ପାଟନା,୨୮।୧: ବିହାଟ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳବଦଳ ରାଜନୀତିକୁ ନେଇ ତାଙ୍କୁ ଟାର୍ଗେଟ୍ କରିଛନ୍ତି ଜନ ସୁରଜ ସଂଯୋଜକ ପ୍ରଶାନ୍ତ କିଶୋର। ସେ କହିଛନ୍ତି, ନୀତୀଶ ଚତୁର ନୁହେଁ ଧୃତ ଅଟନ୍ତି ବୋଲି ପ୍ରଶାନ୍ତ କିଶୋର କହିଛନ୍ତି। ଏଥି ସହିତ ସାମ୍ବାଦିକ…
‘କାମ କରୁନାହିଁ ଇଣ୍ଡିଆ ବ୍ଲକ୍’, ବିହାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ନୀତୀଶଙ୍କ ପ୍ରଥମ ପ୍ରତିକ୍ରିୟା
ପାଟନା, ୨୮।୧: ଜନତା ଦଳ (ୟୁନାଇଟେଡ୍) ସଭାପତି ନୀତୀଶ କୁମାର ରବିବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେବା ପରେ ନୀତୀଶ ଗଣମାଧ୍ୟମକୁ କହିଛନ୍ତି ଯେ ସେ ଆଉ ଇଣ୍ଡିଆ ମହାମେଣ୍ଟର ଅଂଶ ନୁହଁନ୍ତି। ବିହାର ରାଜ୍ୟପାଳ ରାଜେନ୍ଦ୍ର…
ଆରଜେଡି ମନ୍ତ୍ରୀଙ୍କୁ ବାହାର କରି ଭାଜପା ନେତାଙ୍କୁ ସରକାରରେ ସାମିଲ କରିବେ ନୀତୀଶ କୁମାର!
ନୂଆଦିଲ୍ଲୀ,୨୭।୧: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରବିବାର ସହଯୋଗୀ ତଥା ଲାଲୁ ଯାଦବଙ୍କ ଦଳ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ର ମନ୍ତ୍ରୀଙ୍କୁ ବରଖାସ୍ତ କରିବେ ବୋଲି ସୂତ୍ରରୁ ଜଣାପଡିଛି। ଆସନ୍ତା ତିନି ମାସ ମଧ୍ୟରେ ହେବାକୁ ଥିବା ଲୋକସଭା ନିର୍ବାଚନ…
ରବିବାର ସକାଳ ୧୦ଟାରେ ଇସ୍ତଫା ଦେବେ ନୀତୀଶ, ଅପରାହ୍ନରେ ନେବେ ଶପଥ-ରିପୋର୍ଟ
ପାଟନା,୨୭।୧: ବିହାର ରାଜନୀତି ସହ ଜଡ଼ିତ ଆଉ ଏକ ବଡ଼ ଖବର ସାମ୍ନାକୁ ଆସିଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରବିବାର ସକାଳ ୧୦ଟାରେ ନିଜର ଇସ୍ତଫାପତ୍ର ରାଜ୍ୟପାଳଙ୍କୁ ଦେବେ। ଏହାପରେ ଏନ୍ଡିଏ ସହ ମେଣ୍ଟ କରି ପୁଣିଥରେ ସେ ଅପରାହ୍ନ ୪ଟାରେ…
ରବିବାର ଶପଥ ନେବେ ନୀତୀଶ କୁମାର, ଉପ ମୁଖ୍ୟମନ୍ତ୍ରୀ ହେବେ ଭାଜପାର ସୁଶୀଲ ମୋଦି
ନୂଆଦିଲ୍ଲୀ,୨୬।୧: ବିହାର ରାଜନୀତିରେ ପୁଣିଥରେ ସୃଷ୍ଟି ହୋଇଛି ହଟଚମଟ। ଆରଜେଡି ହାତ ଛାଡି ନୀତୀଶ ପୁଣିଥରେ ଭାଜପା ଶିବିରକୁ ଫେରୁଥିବା ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ ଖବର ଆସିଛି ଯେ, ରବିବାର ଭାଜପା ସହଯୋଗରେ ସରକାର ଗଠନ କରି ନୀତୀଶ କୁମାର…
ବିହାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି ନୀତୀଶ କୁମାର; ଭାଜପା ପୁଣି ଫେରି ପାଇବ କି କ୍ଷମତା ?
ନୂଆଦିଲ୍ଲୀ,୨୬।୧: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏକ ଆଶ୍ଚର୍ଯ୍ୟଜନକ ପଦକ୍ଷେପରେ ସମସ୍ତ ବିଧାୟକଙ୍କୁ ପାଟନାରେ ଏକାଠି ହେବାକୁ ନିର୍ଦ୍ଦେଶ ଦେଇଥିବାରୁ ବିହାର ଏକ ପ୍ରମୁଖ ରାଜନୈତିକ ପୁନର୍ଗଠନ ପଥରେ ଅଛି। ଶୁକ୍ରବାର ଦିନ ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ବିଧାନସଭା…
ବିହାରରେ ଗଠବନ୍ଧନ ଛାଡ଼ି ପୁଣି ଭାଜପା ସହ ହାତ ମିଶାଇ ପାରନ୍ତି ନୀତୀଶ କୁମାର:ରିପୋର୍ଟ
ନୂଆଦିଲ୍ଲୀ,୨୫ା୧: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପୁନର୍ବାର ଶିବିର ବଦଳାଇବାର ଆଲୋଚନା ହେଉଛି। ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ନୀତୀଶ କୁମାର ଶେଷ ମୁହୂର୍ତ୍ତରେ ୟୁ-ଟର୍ନରେ ମାରି ଆସନ୍ତା ଲୋକସଭା ନିର୍ବାଚନରେ ଭାଜପା ସହ ହାତ ମିଶାଇ ପାରନ୍ତି। ଗତ ଦୁଇ…
ବିହାରରେ ରାହୁଲ ଗାନ୍ଧୀଙ୍କ ଯାତ୍ରାରେ ସାମିଲ ହେବେ ନାହିଁ ଇଣ୍ଡିଆ ସହଯୋଗୀ ନୀତିଶ କୁମାର
ନୂଆଦିଲ୍ଲୀ,୨୫।୧: ସବୁକିଛ ଠିକ ଚାଲୁନାହିଁ ଇଣ୍ଡିଆ ମେଣ୍ଟରେ। ପଶ୍ଚିମବଙ୍ଗରେ ମମତା ବାନାର୍ଜୀ ଏବଂ ପଞ୍ଜାବର ଭଗବନ୍ତ ମନ ଏକାକୀ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଘୋଷଣା କରିଛନ୍ତି। ବର୍ତ୍ତମାନ ବିହାରରୁ ଏହି ସଙ୍କେତ ଆସୁଥିବା ଜଣାପଡୁଛି। ସୂଚନାନୁସାରେ, ନୀତୀଶ କୁମାର ରାହୁଲ ଗାନ୍ଧୀଙ୍କ…
Archives


